Posted inଜାତୀୟ

ଏମ୍‌ଏସ୍‌ପିକୁ ନେଇ କୃଷକ ସଙ୍ଗଠନର ବୈଠକ ଆଜି: ୨୯ରେ ସଂସଦ ପର୍ଯ୍ୟନ୍ତ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ,୨୧ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନ ପୂର୍ବରୁ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା କଥା ଘୋଷଣା କରିଥିଲେ । ଏହାପରେ ସିନ୍ଧୁ ସୀମାରେ ପଞ୍ଜାବର କୃଷକ ସଙ୍ଗଠନ ବୈଠକ ଡାକିଥିଲା । ଏଥିରେ ସ୍ଥିର କରାଯାଇଛି କି ୨୨ ନଭେମ୍ବରରେ ଲକ୍ଷ୍ନୌ ରାଲି ଓ ୨୯ ନଭେମ୍ବରରେ ସଂସଦ ମାର୍ଚ୍ଚ ଆୟୋଜନ କାର୍ଯ୍ୟକ୍ରମରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏହି ନିଷ୍ପତ୍ତିକୁ ଅନ୍ତିମ ମୋହର ଲଗାଇବା ପାଇଁ ରବିବାର ସଂଯୁକ୍ତ କୃଷକ ମୋର୍ଚ୍ଚାର ବୈଠକ ହେବ । ଏଥିରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସୃଷ୍ଟି ହୋଇଥିବା ପରିସ୍ଥିତି ଓ କୃଷକ ଆନ୍ଦୋଳନର ଆଗକୁ କ’ଣ ରହିଛି ରଣନୀତି ତାହା ସ୍ଥିର କରାଯିବ । କୃଷକ ସଙ୍ଗଠନ ସ୍ପଷ୍ଟ କରିଛି କି ନ୍ୟୁନତମ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)ର ଗ୍ୟାରେଣ୍ଟି ଓ ବିଜୁଳୀ ସଂଶୋଧନ ଆଇନକୁ ରଦ୍ଦ ନ କରାଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri