ମାନବ ସେବା ପାଇଁ ଛାଡିଥିଲେ ବଲିଉଡ୍‌, ଏବେ ବିବାହ କଲେ ଏହି ଅଭିନେତ୍ରୀ

ଅଭିନେତ୍ରୀ ଜାୟରା ୱାସିମଙ୍କ ପରେ ବିଗ ବସ ପ୍ରତିଯୋଗୀ ତଥା ବଲିଉଡ ଅଭିନେତ୍ରୀ ସନା ଖାନ ଅଭିନୟ ବଲିଉଡ୍‌ ଛାଡିଥିଲେ। ମାନବ ସେବା କରିବା ପାଇଁ ସନା ବଲିଉଡ ଛାଡିବାକୁ ଘୋଷଣା କରିଥିଲେ। ଏହା ପରେ ହଠାତ୍‌ ସନା ଖାନ ସୁରତରେ ମୁଫତି ଅନାସଙ୍କୁ ବିବାହ କରିଛନ୍ତି। ଅନାସ ଜଣେ ମୌଲାନା ଭାବେ କାର୍ଯ୍ୟ କରନ୍ତି। ବିବାହ ପରେ ସନା ଇନ୍‌ଷ୍ଟାଗ୍ରମାରେ ସ୍ବାମୀଙ୍କ ସହ ଏକ ଫଟୋ ଶେୟାର କରି କହିଥିଛନ୍ତି ଆଲାହଙ୍କ ଯୋଗୁ ଆମେ ବିବାହ କରିପାରିଲୁ। ବଲିଉଡ ଛାଡିବା ପୂର୍ବରୁ ସନା ଇନଷ୍ଟାଗ୍ରାମରେ ଏକ ବାର୍ତ୍ତା ଲେଖିଥିଲେ। ବାର୍ତ୍ତାରେ ସେ ବଲିଉଡ୍‌ ଛାଡିବାର କାରଣ କହିଥିଲେ। ଏହି ଖବରକୁ ଶେୟାର କରି ସନା ଖାନ ତାଙ୍କ ନିଷ୍ପତ୍ତିକୁ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବୋଲି ବର୍ଣ୍ଣନା କରିଥିଲେ। କିଛି ଦିନ ହେଲା ମୋର ଅନୁଭବ ଅଛି ଯେ ଦୁନିଆକୁ ଆସିବାର ଉଦ୍ଦେଶ୍ୟ କେବଳ ଧନ ଏବଂ ଖ୍ୟାତି ଅର୍ଜନ କରିବା? ଜୀବନରେ ଅସହାୟ ଲୋକଙ୍କୁ ସାହାଯ୍ୟ କରିବା କର୍ତ୍ତବ୍ୟ ନୁହେଁ କି? ଏହା ଭାବିବା ଉଚିତ ନୁହେଁ ଯେ ମୃତ୍ୟୁ ଯେକୌଣସି ସମୟରେ ଆସିପାରେ ଏବଂ ମୃତ୍ୟୁ ପରେ ତାଙ୍କ ସହିତ କ’ଣ ହେବ? ମୁଁ ଏହି ଦୁଇଟି ପ୍ରଶ୍ନର ଉତ୍ତର ଖୋଜୁଛି ବୋଲି ସେ କହିଥିଲେ।

 

View this post on Instagram

 

A post shared by Sayied Sana Khan (@sanakhaan21)


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?