୮ କୋଟି ଟଙ୍କାର ହେଲିକପ୍ଟର କିଣିଲେ ସନା

ମୁମ୍ବାଇ: ଅଭିନେତ୍ରୀ ସନା ଖାଁ ନିଜ ପର୍ସନାଲ ଲାଇଫକୁ ନେଇ ଏବେ ରହୁଛନ୍ତି ଚର୍ଚ୍ଚାରେ । ନିକଟରେ ସେ ୮ କୋଟି ଟଙ୍କା ମୂଲ୍ୟର ଏକ ହେଲିକପ୍ଟର କିଣିଥିବା ସୂଚନା ଦେଇଛନ୍ତି । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ଏହି ସୂଚନା ଦେଇଛନ୍ତି । ଫଟୋ ସହ ଏହି ଖବରକୁ ସନା ଶେୟାର କରିଥିବା ବେଳେ ଏବେ ଏହା ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି । ଅନେକ ଗୁଡିଏ ରିୟଲିଟି ଶୋ’ରେ କାମ କରି ସେ ଦର୍ଶକଙ୍କ ପରିଚିତ ଅଭିନେତ୍ରୀ ପାଲଟି ଯାଇଛନ୍ତି । ସନାଙ୍କ ଜନ୍ମ ୨୧ ଅଗଷ୍ଟ ୧୯୮୮ରେ ମୁମ୍ବାଇରେ ହୋଇଥିବା ବେଳେ ତାଙ୍କ ମାତାପିତା କେରଳ ବାସିନ୍ଦା । ଏବେ କେବଳ ନିଜ କ୍ୟାରିୟର ଉପରେ ଧ୍ୟାନ ଦେଉଥିବା ସନା କିଛି ବର୍ଷ ହେବ ନିଜ ମାତାପିତାଙ୍କୁ ଭେଟି ନ ଥିବା କୁହନ୍ତି । ସେ ନିଜର କ୍ୟାରିୟର ୨୦୧୨ରେ ବିଗ୍ ବସ୍ ୬ରୁ ଆରମ୍ଭ କରିଥିଲେ । ଏହାସହ ବଲିଉଡ୍‌ର କିଛି ଫିଲ୍ମରେ ମଧ୍ୟ କାମ କରି ସାରିଛନ୍ତି ସନା । ତେବେ ସଲମାନଙ୍କ ଫିଲ୍ମ ‘ଜୟ ହୋ’ରେ ଅଭିନୟ କରିବା ପରେ ସେ ଆସିଥିଲେ ଚର୍ଚ୍ଚାକୁ ।


Enter your email to get our daily news in your inbox.

All Right Reserved By Dharitri.Com

କରଣଙ୍କ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ...

ପୁଣି ଘୁଞ୍ଚିଲା ରିଲିଜ୍‌ ଡେଟ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିର ଖାନ ଏବଂ ଅଭିନେତ୍ରୀ କରୀନା କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ’ଲାଲ ସିଂହ ଚଢା’ର ରିଲିଜ ଡେଟ୍‌ ପୁଣି ଘୁଞ୍ଚିଲା ।...

ଧମାଲ କରୁଛି ରାଜାମୌଲିଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’, ପ୍ରଥମ ଦିନରେ ହାଉସ୍‌ଫୁଲ୍‌

  ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ରିଲିଜ୍‌ ହେବା ପରେ ଧୁମ ମଚାଉଛି। ପ୍ରଥମ ଦିନରେ ଫିଲ୍ମକୁ ଦେଖିବାକୁ ଲୋକଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା।...

ଜନ୍ମଦିନରେ ସେଲ୍ଫି ଶେୟାର କଲେ ସୁସ୍ମିତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ପୂର୍ବତନ ବିଶ୍ୱ ସୁନ୍ଦରୀ ସୁସ୍ମିତା ସେନ ଶନିବାର ତାଙ୍କର ୪୭ ତମ ଜନ୍ମଦିନ ପାଳନ କରୁଛନ୍ତି । ଅଭିନେତ୍ରୀ ସବୁବେଳେ...

କପି ପେଷ୍ଟ କରି ପୁଣି ଟ୍ରୋଲ ହେଲେ ଉର୍ବଶୀ

ମୁମ୍ବାଇ: ବଲିଉଡ୍‌ର କେତେଜଣ ନାୟିକା ବୋଲ୍ଡନେସ୍‌ ପାଇଁ ବେଶ୍‌ ପରିଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଉର୍ବଶୀ ରୌତେଲା ଅନ୍ୟତମ। ଏହି ଅଭିନେତ୍ରୀ ମଧ୍ୟ ଅନେକ...

ରେଡ୍‌ କାର୍ପେଟ୍‌ରେ କ୍ୟାଟ୍ରିନାଙ୍କ ହଟ୍‌ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଆଜିକାଲି ଅପ୍‌କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ କ୍ୟାଟ୍‌ଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍‌...

ଦେଡ଼ଶାଶୁଙ୍କ ସହ ରୋମାନ୍ସ କରିଛନ୍ତି ଏହି ଅଭିନେତା: ଆଜି ବି ମନେ ଅଛି ଏହି ହିଟ୍‌ ସିନ୍‌

ବଲିଉଡ ଫିଲ୍ମରେ ଅନେକ ଅଭିନେତା ଅଭିନେତ୍ରୀଙ୍କ ମଧ୍ୟରେ ଭଲ ସମ୍ପର୍କ ଥାଏ। କାମ ସମୟରେ ଅଭିନେତା ଏବଂ ଅଭିନେତ୍ରୀମାନଙ୍କ ମଧ୍ୟରେ ପ୍ରାୟତଃ ରୋମାଣ୍ଟିକ୍‌ ସିନ୍‌ ଦେଖିବାକୁ...

୨୧ ବର୍ଷରେ ପ୍ରେମରେ ପଡ଼ିଥିଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ତାଙ୍କ ପ୍ରେମ ଏବଂ ବ୍ରେକଅପ ବିଷୟରେ ଏକ ନୂଆ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ତାଙ୍କ ପ୍ରେମ ସମ୍ପର୍କ...

Advertisement
Archives

Model This Week