ପୁଅର ପ୍ରଥମ ଝଲକ ଶେୟାର କଲେ ସନା ଖାନ୍‌

ମୁମ୍ବାଇ: ସନା ଖାନ୍‌ ତାଙ୍କ ନବଜାତ ଶିଶୁପୁତ୍ରର ପ୍ରଥମ ଝଲକ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ସନା ଏବଂ ତାଙ୍କ ସ୍ବାମୀ ଅନାସ ସାୟଦ ତାଙ୍କୁ ତାରିକ ଜାମିଲ ବୋଲି ଡାକିବାକୁ ସ୍ଥିର କରିଛନ୍ତି ଏବଂ ତାଙ୍କୁ କୁରାନ ସହିତ ମଧ୍ୟ ପରିଚିତ କରିସାରିଛନ୍ତି। ସମାନ ଦେଖାଇବା ପାଇଁ ସନା ତାଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟୋରିରେ ଏକ ଭିଡିଓ ଶେୟାର କରିଛନ୍ତି।

Sana Khan's IG stories.

ସେ ପ୍ରଥମ ଭିଡିଓରେ ସନାଙ୍କ ପୁଅ ଏକ କମ୍ବଳ ଭିତରେ ଘୋଡ଼େଇ ହୋଇ ଶୋଇଛନ୍ତି। ସେ ଏହି ପୋଷ୍ଟ ସହିତ ଲେଖିଛନ୍ତି, ପ୍ରଥମ ଦିନରୁ ମୋର ଶିଶୁକୁ କୁରାନ ସହିତ ପରିଚିତ କରାଇବା। ଦ୍ୱିତୀୟ ଭିଡିଓରେ ତାରିକ ତାଙ୍କ ପିତାଙ୍କ ଆଙ୍ଗୁଠି ଧରିଥିବାର ଦେଖାଯାଇଛି। ସନା ଏଥିରେ କ୍ୟାପଶନ୍‌ ଲେଖିଛନ୍ତି, ବାବା @ anas_saiyad20 ସହିତ।

ସନା ଏବଂ ଅନାସଙ୍କ ବିବାହ ୨୦୨୦ରେ ହୋଇଥିଲା। ୨୦୨୩ ମାର୍ଚ୍ଚରେ ସେ ଗର୍ଭବତୀ ଥିବା ଘୋଷଣା କରିଥିବା ବେଳେ ଚଳିତମାସ ୫ ତାରିଖରେ ସେ ପୁତ୍ର ସନ୍ତାନର ଜନନୀ ହୋଇଥିଲେ। ତେବେ ଆଜି ପ୍ରଥମଥର ସେ ପୁଅର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri