ମୌଲାନାଙ୍କ ସହ ବିବାହକୁ ନେଇ ଚର୍ଚ୍ଚାରେ ସନା: ଭାଇରାଲ ହେଉଛି ରୋମାଣ୍ଟିକ ପୋଷ୍ଟ

ବମ୍ବେ: ନୃତ୍ୟଶିଳ୍ପୀ ତଥା କୋରିଓଗ୍ରାଫର ମେଲଭିନ ଲୁଇସଙ୍କଠାରୁ ଅଲଗା ହେବା ପରେ ଗ୍ଲାମର ଓ୍ବାଲ୍ଡ ଛାଡ଼ିଥିଲେ ସନା ଖାନ୍‌। ଏବେ ସେ ବିବାହ କରିନେଇଛନ୍ତି। ମୌଲାନା ମୁଫ୍‌ତି ଅନସ ଖାନଙ୍କ ହାତ ଧରିଛନ୍ତି ସେ। ଗୋଟିଏ ପଟେ ସନା ନିଜ ବିବାହର ଅନେକ ଫଟୋ ସୋସିଆଲ ପୃଷ୍ଠାରେ ଶେୟାର କରୁଥିବା ବେଳେ ଅନସ ମଧ୍ୟ ସ୍ତ୍ରୀଙ୍କ ପାଇଁ ସୁନ୍ଦର ପୋଷ୍ଟ ଲେଖିଛନ୍ତି। ସନାଙ୍କ ପ୍ରଶଂସକ ଏହା ଦେଖି ବେଶ ଖୁସି ହୋଇଛନ୍ତି। କେହି କେହି ତାଙ୍କୁ ବିବାହକୁ ନେଇ ଶୁଭକାମନା ଜଣାଉଛନ୍ତି।

ହଠାତ ବିବାହ ଖବର ଶୁଣାଇ ପ୍ରଶଂସକଙ୍କୁ ଚମକାଇ ଦେଇଥିଲେ ସନା। ମେହେନ୍ଦି ସମୟର ଫଟୋ ଶେୟାର କରି ତାଙ୍କ ପ୍ରେମର ଗଭୀରତା ବହୁତ ବୋଲି କହିଥିଲେ। ସେହିଭଳି ଅନସ ମଧ୍ୟ ସନାଙ୍କୁ ଜୀବନକୁ ଆସିଥିବାକୁ ନେଇ ଜଣାଇଛନ୍ତି ଧନ୍ୟବାଦ।

ସଲମାନ ଖାନଙ୍କ ସହ ଫିଲ୍ମ ‘ଜୟ ହୋ’ ପରେ ବିଗ୍‌ବସ୍‌ରେ ନଜର ଆସିଥିଲେ ସନା। ମେଲଭିନଙ୍କଠାରୁ ଅଲଗା ହେବା ପରେ ସେ ବିବାଦ ଘେରକୁ ଆସିଥିଲେ। ଉଭୟ ବିବାହ କରିଥାନ୍ତେ। ହେଲେ ସମ୍ପର୍କରେ ତିକ୍ତତା ଆସିବା କାରଣରୁ ସେମାନେ ଅଲଗା ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri