ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି । ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ବ୍ୟାପକ ପ୍ରଚାର ପ୍ରସାରରେ ସମସ୍ତ କର୍ମଚାରୀ ଓ ଗଣମାଧ୍ୟମର ସହଯୋଗ କାମନା କରିଛନ୍ତି ।

ଅନ୍ୟପଟେ ପୂର୍ବତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଖୋସ୍ଲାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇ ଥିବାବେଳେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପାଢ଼ୀଙ୍କୁ ସ୍ୱାଗତ କରାଯାଇଥିଲା ।

ଏଠାରେ ଉଲ୍ଲେଖନୀୟ, ପୂର୍ବତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଖୋସ୍ଲାଙ୍କୁ ନବରଙ୍ଗପୁର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଭାବେ ବଦଳି ହୋଇଛି ।‌

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri