Posted inଜାତୀୟ

ଉଦୟନିଧିଙ୍କ ବିବାଦୀୟ ମନ୍ତବ୍ୟ ଉପରେ ସଫେଇଦେଲେ ଏମ.କେ ଷ୍ଟାଲିନ

ଚେନ୍ନାଇ,୭।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କ ସନାତନ ଧର୍ମ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ତାଙ୍କ ପିତା ଏମ.କେ ଷ୍ଟାଲିନମଧ୍ୟ ଏ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ଏମ.କେ ଷ୍ଟାଲିନ କହିଛନ୍ତି ଯେ, ସେ ସନାତନ ନୀତି ଉପରେ ନିଜର ମତ ବ୍ୟକ୍ତ କରିଛନ୍ତି ଯାହା ଅନୁସୂଚିତ ଜାତି, ଜନଜାତି ଏବଂ ମହିଳାଙ୍କ ବିରୋଧରେ ଭେଦଭାବ କରୁଛି, ତାଙ୍କର କୌଣସି ଧର୍ମ କିମ୍ବା ଧାର୍ମିକ ବିଶ୍ୱାସକୁ ଆଘାତ କରିବାର ଉଦ୍ଦେଶ୍ୟ ନଥିଲା।

ଏମ.କେ ଷ୍ଟାଲିନ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ତାଙ୍କ ମନ୍ତ୍ରୀ ପରିଷଦ ବୈଠକରେ ଉଦୟନିଧିଙ୍କ ମନ୍ତବ୍ୟର ଉଚିତ୍‌ ପ୍ରତିକ୍ରିୟା ଆବଶ୍ୟକ। କୌଣସି ଦାବି କିମ୍ବା ରିପୋର୍ଟ ଯାଞ୍ଚ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ସମସ୍ତ ସମ୍ବଳ ରହିଛି। ଅନ୍ୟପଟେ, ଉଦୟନିଧି ଷ୍ଟାଲିନ ତାଙ୍କ ବିବୃତ୍ତିକୁ ସ୍ପଷ୍ଟ କରି କହିଛନ୍ତି ଯେ, ତାଙ୍କ ବିବୃତ୍ତିକୁ ଭୁଲ ବ୍ୟାଖ୍ୟା କରାଯାଇଛି ଏବଂ ସେ କୌଣସି ଧର୍ମର ଶତ୍ରୁ ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri