Posted inଜାତୀୟ

ୟୁପି-ବିହାର ପରେ ମୁମ୍ବାଇରେ ମଧ୍ୟ ଉଦୟନିଧିଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ

ମୁମ୍ବାଇ,୧୩।୯: ସନାତନ ଧର୍ମ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ତାମିଲନାଡୁ ସରକାରର ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ ଆଉ ଏକ ଏଫ୍‌ଆଇଆର ପଞ୍ଜୀକୃତ ହୋଇଛି। ଧାର୍ମିକ ଭାବନାକୁ ଆଘାତ ଦେବା ଅଭିଯୋଗରେ ଏହି ଏଫ୍‌ଆଇଆର ମୁମ୍ବାଇର ମୀରା ରୋଡ ପୋଲିସ ଷ୍ଟେଶନରେ ପଞ୍ଜୀକୃତ କରାଯାଇଛି। ଏପ୍‌ଆଇଆରରେ ବିଭିନ୍ନ ଗୋଷ୍ଠୀଙ୍କ ମଧ୍ୟରେ ଘୃଣା ବ୍ୟାପିବା ପାଇଁ ଆଇପିସିର ଧାରା ୧୫୩ଏ ଏବଂ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇବା ପାଇଁ ଆଇପିସିର ଧାରା ୨୯୫ଏରେ ଅନ୍ତର୍ଭୂକ୍ତ କରାଯାଇଛି।

ଗତ ସପ୍ତାହରେ ଉତ୍ତରପ୍ରଦେଶର ରାମପୁରରେ ଷ୍ଟାଲିନଙ୍କ ବିରୋଧରେ ଏକ ଏଫ୍‌ଆଇଆର ପଞ୍ଜୀକୃତ ହୋଇଥିଲା, ଯେଉଁଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ପୁଅ ପ୍ରିୟଙ୍କ ଖାର୍ଗେଙ୍କ ନାମ ମଧ୍ୟ ସାମିଲ ଥିଲା। ଉଦୟନିଧିଙ୍କ ବିବୃତ୍ତିକୁ ସମର୍ଥନ କରିବା ପାଇଁ ପ୍ରିୟଙ୍କ ନାମ ଏଫ୍‌ଆଇଆର ହୋଇଥିଲା। ଏହା ବ୍ୟତୀତ ବିହାରର ମୁଜାଫରପୁର ମୁଖ୍ୟ ଜୁଡିସିଆଲ ମାଜିଷ୍ଟ୍ରେଟ କୋର୍ଟରେ ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ ଏକ ଅଭିଯୋଗ ମଧ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri