ରାସ୍ତାରେ ପକାଇଥିଲେ ବାଲି, ଚିପ୍ସ : କହିବାରୁ ବାପା, ଝିଅଙ୍କୁ ହାଣିଲେ

ଭଦ୍ରକ ଅଫିସ,୧୬।୭: ସାମାନ୍ୟ କଥାରୁ ବାପାଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ। ଉଭୟ ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଲକ୍ଷ୍ମଣ ମିଶ୍ର, ଝିଅ ମିନତୀ। ରାସ୍ତାରେ ବାଲି ଓ ଚିପ୍ସ ଗଦା ହୋଇଥିବା ନେଇ ପ୍ରତିବାଦ କରିବାରୁ ଲକ୍ଷ୍ମଣ ଏବଂ ମିନତୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ଲକ୍ଷ୍ମଣଙ୍କର ଉକ୍ତ ଅଞ୍ଚଳର ଜଣଙ୍କ ଏକ ପରିବାରସହ ପୂର୍ବ ଶତ୍ରୁତା ଲାଗି ରହିଥିଲା। ରାସ୍ତାରେ ବାଲି, ଚିପ୍ସ ଗଦା ହେବାକୁ ନେଇ ଲକ୍ଷ୍ମଣ, ମିନତୀ ପ୍ରତିବାଦ କରିବାରୁ ଗୁରୁବାର ରାତିରେ ଏଭଳି ଗଣ୍ଡଗୋଳର ସୂତ୍ରପାତ ହୋଇ ଆକ୍ରମଣ କରାଯଇଥିଲା। ଖବରପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ଘଟଣାରେ ୩ ଜଣ ଥାନାରେ ଅଟକ ଥିବା ବେଳେ ଅଭିଯୁକ୍ତ ଫେରାର ହୋଇ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ଆଣିଛି ଦୁଇ କି.ମି. ରାସ୍ତା

ଭୁବନ, ୩୦।୭(ଡି.ଏନ.ଏ.): ଗାଁର ଛାତିଚିରି ଆଗକୁ ମାଡ଼ିଯାଇଛି ଜାତୀୟ ରାଜପଥ ୫୩। ଦୁଇଭାଗ ହୋଇଯାଇଛି ଗ୍ରାମ। ଉଭୟ ପଟରେ ଗଢ଼ିଉଠିଛି ଜନବସତି। ରହିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ।...

ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ...

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ...

ବାପା ମାଡ଼ରେ ୮ ବର୍ଷର ଝିଅ ଗୁରୁତର

ଉଦଳା ,୩୧ା୧(ଡ଼ି.ଏନ୍‌.ଏ.)- ନିଶା ଯେ ମଣିଷକୁ କେଉଁ ସ୍ତରକୁ ନେଇଯାଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣୀପୁର...

ଅସୁରକ୍ଷିତ ଷ୍ଟାଡିୟମ ପୁରୁଣା ଗ୍ୟାଲେରି : ରକ୍ଷଣାବେକ୍ଷଣ କରିବାକୁ ଦାବିପତ୍ର

ଅନୁଗୋଳ ଅଫିସ, ୧୦।୮ – ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ସ୍ବାଧୀନତା ଦିବସ ପାଳନ ନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି। କିନ୍ତୁ ମହାଆଡମ୍ବରରେ ପାଳନ ହେବାକୁ...

ହାତୀ ଶାବକର ମୃତଦେହ ଠାବ

ସେରଗଡ,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍‌ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ...

ଆନିକଟ୍‌ର ଦ୍ୱିତୀୟ ଗେଟରେ ଜୁଆ ଖେଳ

ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍‌ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା...

ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ...

Advertisement
Archives

Model This Week