ରାତି ଅଧରେ ବୈତରଣୀ ନଦୀରୁ ଚାଲିଥିଲାବାଲି ଚୋରି: ମାଡ଼ି ବସିଲା ପୋଲିସ

ପାଟଣା,୨୭।୧୦(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ବୈତରଣୀ ନଦୀର ଦୁର୍ଗାଦେଇପୁର ବାଲି ଘାଟରୁ ରବିବାର ବିଳମ୍ବିତ ରାତିରେ ଚୋରା ବାଲି ଉତ୍ତୋଳନ ହେଉଥିବା ବେଳେ ପୋଲିସ ପକ୍ଷରୁ ଚଢାଉ ହୋଇଥିଲା। ଘଟଣାସ୍ଥଳରେ ବେଆଇନ ବାଲି ବୋଝେଇକରି ଚାଲାଣ କରୁଥିବା ଏକ ଟ୍ରାକ୍ଟରକୁ ପାଟଣା ପୋଲିସ ଜବତ କରି ଥାନାରେ ରଖିଛି। ଡ୍ରାଇଭରକୁ ପୋଲିସ ଧରି ଥାନା କୁ ନେଇ ଥିଲାବେଳେ ସୋମବାର ୪୧ନ୍ୟାୟ ସଂହିତାରେ ଛାଡ଼ି ଦେଇଛି। ଏନେଇ ସେ ପାଟଣା ଥାନା ରେ୨୬୦/୨୫ରେ ଏକ ମାମଲା ରୁଜୁ ହୋଇଥିବା ଏଏସ ଆଇ ଗୌରହରି ଗର୍ତିଆ କହିଛନ୍ତି। ଚଢାଉରେ ଗର୍ତ୍ତିଆଙ୍କ ସହ କନେଷ୍ଟବଲ ରାହୁଲ ନାଏକ, ପଦ୍ମିନୀ ମୁଣ୍ଡା, ସନ୍ତୋଷ ବର୍ଯୁ ସାମିଲ ଥିଲେ। ମାମଲାକୁ ସାହାର ପଡ଼ା ଫାଣ୍ଡିର ଅଧିକାରୀ ପାର୍ଥ ବିଓରାମ ତଦନ୍ତ କରୁଛନ୍ତି। ଏନେଇ ମାଇନିଙ୍ଗ ଅଫିସର ତାରଣି ସିଂ ଙ୍କ ପ୍ରତିକ୍ରିୟା ପାଇଁ ଫୋନ ଯୋଗେ ଯୋଗ ଯୋଗ କରିଥିଲେ ହେଁ ସେ ଫୋନ ଉଠାଇ ନ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri