ବାଲିଚୋରି ଲାଗି କୂଳଘାଇକୁ ହାଣିଦେଲେ ବାଲିମାଫିଆ

ପୁରୁଷୋତ୍ତମପୁର,୩।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୁଲ୍ୟା ନଦୀକୁ ବାଲିମାଫିଆମାନେ କବଜାକରି ବିଭିନ୍ନ ସ୍ଥାନରେ କୂଳଘାଇକୁ ଭାଙ୍ଗି ବାଲିଚୋରି କରି ନେବାରେ ଲାଗିଛନ୍ତି। ଏହି ବାଲିକୁ ଚଢାଦରରେ ବିକି ମୋଟା ଅଙ୍କର ଅର୍ଥ ରୋଜଗାର କରିବାରେ ଲାଗିଛନ୍ତିା ଏପରିକି ପ୍ରତାପୁର ଗ୍ରାମରେ ବନ୍ୟାପାଣି ଦାଉରୁ ଗ୍ରାମକୁ ରକ୍ଷା କରିବାଲାଗି ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ଋଷିକୂଲ୍ୟା ନଦୀ ପାର୍ଶ୍ୱରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା କୂଳଘାଇ ହୁଡାକୁ ବାଲି ମାଫିଆମାନେ ଜେସିବି ମେସିନ ସାହାଯ୍ୟରେ ଭାଙ୍ଗି ଦେଇଛନ୍ତି। ଯାହାଦ୍ବାରା ବନ୍ୟାପାଣି ଗାଁରେ ପଶିବା ଆସଙ୍କା ଦେଖାଦେଛିା ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ଫଳରେ ଏହି ଘଟଣାକୁନେଇ ପ୍ରତାପୁର ପଞ୍ଚାୟତର ସରପଞ୍ଚ ଦାସ ବେହେରା ପୁରୁଷୋତ୍ତମପୁର ପୋଲିସକୁ ଲିଖିତ ଅଭିଯୋଗ କରି ଏଭଳି ବେଆଇନ କାଯର୍‌ୟକରି ସରକାରଙ୍କ ସମ୍ପତିକୁ ନଷ୍ଟ କରିଥିବା ବ୍ୟକ୍ତିମାନଙ୍କ ବିରୋଦ୍ଧରେ କାର୍ଯାନୁଷ୍ଟାନ ଲାଗି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବ୍ୟହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବ୍ୟହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର

ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ…

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri