ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ, ୩ ଅଟକ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ.): ଗଜପତି ଜିଲାରେ ବନବିଭାଗକୁ ଏକ ବଡ଼ଧରଣର ସଫଳତା ମିଳିଛି। ବେଆଇନ ରକ୍ତ ଚନ୍ଦନ ଚୋରା ଚାଲାଣ ବେଳେ ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ କରିଛି ବନବିଗଭାଗ। ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜରେ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଉପଲଡ଼ା ନିକଟରେ କାବୁ କରିବାରେ ସଫଳ ହୋଇଛି ବନବିଭାଗ। ମହେନ୍ଦ୍ରଗିରି ବନାଞ୍ଚଳରୁ ହେଉଥିବା ଏହି ଚୋରାଚାଲାଣରେ ବ୍ୟବହୃତ ଅଟୋ ଜବତ ହୋଇଥିବା ବେଳେ ୩ ଜଣ ଅଟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri