ଟିମ୍‌ ଇଣ୍ଡିଆକୁ ବାଲୁକା କଳାରେ ଶୁଭେଚ୍ଛା ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ, ବେଳାଭୂମିରେ ଆଙ୍କିଲେ ୫୬ ଫୁଟର ବିଶ୍ୱକପ୍‌

ପୁରୀ,୧୮।୧୧: ଆସନ୍ତା ନଭେମ୍ବର ୧୯ ଅର୍ଥାତ ରବିବାର ଦିନ ଅନୁଷ୍ଠିତ ହେବ ବହୁ ପ୍ରତିକ୍ଷୀତ ବିଶ୍ୱକପ୍‌ ୨୦୨୩। ଏହି ରୋମାଞ୍ଚକର ମୁକାବିଲାରେ ମୁହାଁମୁହିଁ ହେବେ ଭାରତ ଏବଂ ଅଷ୍ଟ୍ରେଲିଆ। ତେବେ ଖ୍ୟାତନାମା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ୫୬ ଫୁଟ ଉଚ୍ଚତାର ଏକ ବିଶ୍ୱକପ୍‌ ଆଙ୍କି ଭାରତୀୟ ଟିମ୍‌କୁ ଫାଇନାଲ ମ୍ୟାଚ୍‌ର ଶୁଭେଚ୍ଛା ଜଣାଇଛନ୍ତି। ଏଥିରେ ସେ ୫୦୦ ଷ୍ଟିଲ ବାସନ ସହ ୩୦୦ ବଲ ବ୍ୟବହାର କରିଛନ୍ତି।

ପ୍ରକାଶ ଯେ, କ୍ରମାଗତ ଭାବେ ଲିଗ୍‌ ପର୍ଯ୍ୟାୟରେ ବିଜୟ ଲାଭ କରିଥିବା ଭାରତୀୟ ଟିମ୍‌ ସେମିଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲ ଟିକେଟ ହାସଲ କରିଥିଲା। ଦଳର ସମସ୍ତ ଖେଳାଳି ଜବରଦସ୍ତ ଫର୍ମରେ ଥିବାରୁ ଏଥର ବିଶ୍ୱକପ୍‌ ଟିମ୍‌ ଇଣ୍ଡିଆ ହାତେଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଡିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri