ଭୁବନେଶ୍ୱର,୧୮ା୮(ଅସମାପିକା ସାହୁ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ନୂଆ ସୁଙ୍ଗୁଡ଼ା ଗ୍ରାମର ସନ୍ଦୀପ ଜେନାଙ୍କ ଅସୁସ୍ଥତା କଥା ଗଣମାଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବି.ଏସ୍.କେ.ଓ୍ବାଇ. ଟିମ୍ ପକ୍ଷରୁ ତାଙ୍କର ଚିକିତ୍ସା ସହାୟତା ନିମନ୍ତେ ତ୍ୱରିତ ପଦକ୍ଷେପ ନିଆଯାଇଥିଲା। ଇତିମଧ୍ୟରେ ତାଙ୍କ ପାଇଁ ସୁପର ସ୍ପେଶାଲିଟି ଚିକିତ୍ସା ବ୍ୟବସ୍ଥା ହୋଇଛି । ତାଙ୍କ ପରିବାରଙ୍କୁ ମଧ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯାଇଛି।

