ପ୍ରଶଂସା ସାଉଁଟିଲା ଅଲିଭା ରେଜିଷ୍ଟର

ନୟାଗଡ଼ ଅଫିସ,୨୪ା୧୧: ନୟାଗଡ଼ ଜିଲାର ଅଲିଭା ରେଜିଷ୍ଟର ରାଜ୍ୟସ୍ତରରେ ପ୍ରଶଂସା ସାଉଁଟିଛି । ବାଲ୍ୟ ବିବାହ ବନ୍ଦ ନିମନ୍ତେ ନୟାଗଡ଼ ଜିଲା ପ୍ରଶାସନର ଏହି ଅଭିନବ କାର୍ଯ୍ୟକୁ ରାଜ୍ୟ ସରକାର ଆପଣେଇ ଅନ୍ୟ ଜିଲାମାନେ ଏହାକୂୁ ରୋଲ ମଡେଲ ଭାବେ ନେବାକୁ ପରାମର୍ଶ ଦେଇଛନ୍ତି । ବାଲ୍ୟ ବିବାହ ବନ୍ଦ ନିମନ୍ତେ ନୟାଗଡ ଜିଲା ପ୍ରଶାସନ ତରଫରୁ ଅଲିଭା ରେଜିଷ୍ଟର କାର୍ଯ୍ୟକାରୀ କରାଯାଇଛି । ଏହା ଦ୍ୱାରା ଜିଲାରେ ଅପ୍ରାପ୍ତ ବୟସ ଝିଅମାନଙ୍କ ବିବାହ ବହୁ ପରିମାଣରେ କମିଯାଇଛି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ଏକଶତ ପୃଷ୍ଠା ବିଶିଷ୍ଟ ଏହି ରେଜିଷ୍ଟରରେ ଜିଲାର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରର୧୦ ରୁ ୧୯ ବର୍ଷ ବୟସର ଝିଅମାନଙ୍କର ନାମ, ବୟସ,ଦୂରଭାଷ ନମ୍ବର,ଆଧାର ନମ୍ବର, ବାପା ଓ ମାଆଙ୍କର ନାମ ଠିକଣା ଆଦି ଲିପିବଦ୍ଧ କରାଯାଇଛି । ପାଠ ପଢ଼ୁଥିବା ବିଦ୍ୟାଳୟ ପ୍ରଧାନ ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ, ଅଭିଭାବକ ସମସ୍ତଙ୍କ ମିଳିତ ସହଯୋଗରେ ଝିଅ ଧ୍ୟାନ ରଖାଯାଇଥାଏ । ପାଠପଢ଼ା ଛାଡ଼ୁଥିବା ଝିଅମାନଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇ ପ୍ରାପ୍ତ ବୟସରେ ବିବାହ ପାଇଁ ପ୍ରବର୍ତ୍ତା ଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri