ପୁରୁଷୋତ୍ତମପୁର ଏନ୍‌ଏସିରେ ନିର୍ବାହୀ ଅଧିକାରୀ ଭାବେ ଯୋଗ ଦେଲେ ସଙ୍ଗୀତା ସେଠୀ

ପୁରୁଷୋତ୍ତମପୁର,୧୭।୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ଅତିରିକ୍ତ ତହସିଲଦାର ସଙ୍ଗିତା ସେଠୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ସହରର ପରିମଳ ସେବା ସହ ସହରବାସୀଙ୍କ ନିତାନ୍ତ ଆବଶ୍ୟକୀୟ ମୌଳିକ ସମସ୍ୟାର ସମାଧାନ ଲାଗି ଗୁରୁତ୍ୱ ଦେବା ତାଙ୍କର ପ୍ରଥମ ଲକ୍ଷ୍ୟ ରହିଥିବା କହିବା ସହ ଏନ୍‌ଏସିର ବିକାଶ ଲାଗି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି। ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା,କାଉନ୍‌ସିଲର ଭାସ୍କର ବେହେରା ଓ ଚିଣ୍ଟୁ ମହାପାତ୍ରଙ୍କ ସମେତ ସମସ୍ତ କର୍ମଚାରୀ ଅଧିକାରୀଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି। ତେବେ ଏଠାରେ ଥିବା ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନାଙ୍କ ରାଇରଙ୍ଗପୁର ମ୍ୟୁନିସିପାଲି ଟିକୁ ନିର୍ବାହୀ ଅଧିକାରୀ ଭାବରେ ବଦଳି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri