ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା ଚଳାଇଛନ୍ତି ସଂଗ୍ରାମ

ବନ୍ତ,୩ା୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନରେ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତରେ ୪ଜଣ ସରପଞ୍ଚ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। କଂଗ୍ରେସ ସିପିଆଇ ମେଣ୍ଟ, ବିଜେଡି ଏବଂ ଭାଜପା ସମର୍ଥତ୍ତ ପ୍ରାର୍ଥୀ ଥିବାବେଳେ ଭାଜପାର ଜଣେ ଅସନ୍ତୁଷ୍ଟ ପ୍ରାର୍ଥୀ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରେ କଂଗ୍ରେସ ଓ ସିପିଆଇ ଅଘୋଷିତ ମେଣ୍ଟରୁ ସରପଞ୍ଚ ପ୍ରାର୍ଥୀ ଭାବେ ଯୁବ ଆଇନଜୀବୀ, ବରିଷ୍ଠ ସାମ୍ବାଦିକ ସଂଗ୍ରାମ କେଶରୀ ଜେନା ଏବଂ ସମିତିସଭ୍ୟା ପ୍ରାର୍ଥୀ ଭାବେ ବିଶ୍ୱଭାରତୀ ଶର୍ମା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଂଗ୍ରାମ ପ୍ରଚାରକୁ ଜୋରଦାର କରି ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା ଚଳାଇଛନ୍ତି। ଓଡ଼ିଆରେ ଏମ୍‌ଏ ଏବଂ ଏଲ୍‌ଏଲ୍‌ବି ଶିକ୍ଷାଲାଭ କରିଥିବା ସଂଗ୍ରାମ ଅଖିଳ ଭାରତ ଛାତ୍ର ସଂଘର ଜଣେ ସଙ୍ଗଠକ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଆସିଛନ୍ତି। ୨୦୦୨ରେ ପଞ୍ଚାୟତ ନିର୍ବାଚନରେ ସେ ଟିଲୋ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ହୋଇଥିଲେ। ଛାତ୍ର ଜୀବନରୁ ସେ ଲୋକଙ୍କ ପାଇଁ ସଦାସର୍ବଦା ଲଢ଼େଇ କରିଆସୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

କଙ୍ଗାରୁ କୋର୍ଟରେ ମହିଳାଙ୍କୁ ବଜାର ଉପରେ କରିଦେଲେ ଛିଡ଼ା: ସହିପାରିଲେନି ବାପା ଶେଷରେ ନେଲେ ଚରମ ନିଷ୍ପତ୍ତି 

ଚାନ୍ଦବାଲି,୨୬।୧(କିଷାନ ପାତ୍ର): ସୀମା ଟପିଲା ବର୍ବରତା। ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ  ବାପା  ସହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri