Posted inଖେଳ

ଆଇପିଏଲ୍‌ ‘ନେଟ୍‌ ବୋଲର’ ତାଲିକାରେ ସଙ୍ଗଓ୍ବାନ, ସୁୟଲ

ନୂଆଦିଲ୍ଲୀ, ୨୨ା୮(ପି.ଟି.)-ଠିକ୍‌ ୧୩ବର୍ଷ ପୂର୍ବେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଏବଂ ଆଇପିଏଲ୍‌ର ପ୍ରଥମ ସଂସ୍କରଣରେ ପ୍ରଭାବୀ ସୁଇଂ ବୋଲିଂ କରିଥିବା ପ୍ରଦୀପ ସାଙ୍ଗଓ୍ବାନ ସଂଯୁକ୍ତ ଏମିରେଟ୍ସ(ୟୁଏଇ) ଯିବେ। ଜଣେ ଖେଳାଳି ହିସାବରେ ନୁହେଁ ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌ର ଜଣେ ‘ନେଟ୍‌ ବୋଲର’ ଭାବେ। ତାଙ୍କ ସହିତ ଅନ୍ୟ ୫ଜଣ ମଧ୍ୟ ଯିବେ। ସଙ୍ଗଓ୍ବାନ ଅତୀତରେ ଦିଲ୍ଲୀ ଡେୟାର ଡେଭିଲ୍ସ, ମୁମ୍ବାଇ ଇଣ୍ଡିଆନ୍ସ, ଗୁଜରାଟ ଲାୟନ୍ସ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ଦଳ ତରଫରୁ ଖେଳିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ଦଳ ତରଫରୁ ଖେଳିଥିବା ଅନ୍ୟ ଜଣେ ବାମହାତୀ ସିମ୍‌ ବୋଲର ପଓ୍ବନ ସୁୟଲ ନେଟ୍‌ ବୋଲର ତାଲିକାରେ ସ୍ଥାନ ପାଇଛନ୍ତି। ଦିଲ୍ଲୀ ଅଲରାଉଣ୍ଡର ପ୍ରାନ୍‌ଶୁ ବିଜୟାରନ, ରେଲ୍‌ଓ୍ବେର ବାମହାତୀ ସ୍ପିନର ହର୍ଷ ତ୍ୟାଗୀ, ବାମହାତୀ ରିଷ୍ଟ ସ୍ପିନର ରଜତ ଗୋଏଲ ଏବଂ ପେସ୍‌ ବୋଲର ବବି ଯାଦବ ପ୍ରମୁଖଙ୍କୁ ମଧ୍ୟ ତାଲିକାରେ ସ୍ଥାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ…

୬,୬,୬,୬,୬….ମାତ୍ର ୧୪ ବଲ୍‌ରେ କମାଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୬।୨: IPL 2026 ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚମତ୍କାର ଫର୍ମରେ ଅଛନ୍ତି। ସେ ଚଳିତ DY ପାଟିଲ T20 ଟୁର୍ନାମେଣ୍ଟରେ ଏହି ସଫଳତା ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri