ନୂଆଦିଲ୍ଲୀ, ୨୨ା୮(ପି.ଟି.)-ଠିକ୍ ୧୩ବର୍ଷ ପୂର୍ବେ ୧୯ ବର୍ଷରୁ କମ୍ ବିଶ୍ୱକପ୍ ଏବଂ ଆଇପିଏଲ୍ର ପ୍ରଥମ ସଂସ୍କରଣରେ ପ୍ରଭାବୀ ସୁଇଂ ବୋଲିଂ କରିଥିବା ପ୍ରଦୀପ ସାଙ୍ଗଓ୍ବାନ ସଂଯୁକ୍ତ ଏମିରେଟ୍ସ(ୟୁଏଇ) ଯିବେ। ଜଣେ ଖେଳାଳି ହିସାବରେ ନୁହେଁ ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍ର ଜଣେ ‘ନେଟ୍ ବୋଲର’ ଭାବେ। ତାଙ୍କ ସହିତ ଅନ୍ୟ ୫ଜଣ ମଧ୍ୟ ଯିବେ। ସଙ୍ଗଓ୍ବାନ ଅତୀତରେ ଦିଲ୍ଲୀ ଡେୟାର ଡେଭିଲ୍ସ, ମୁମ୍ବାଇ ଇଣ୍ଡିଆନ୍ସ, ଗୁଜରାଟ ଲାୟନ୍ସ ଏବଂ କୋଲକାତା ନାଇଟ୍ ରାଇଡର୍ସ ଦଳ ତରଫରୁ ଖେଳିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ଦଳ ତରଫରୁ ଖେଳିଥିବା ଅନ୍ୟ ଜଣେ ବାମହାତୀ ସିମ୍ ବୋଲର ପଓ୍ବନ ସୁୟଲ ନେଟ୍ ବୋଲର ତାଲିକାରେ ସ୍ଥାନ ପାଇଛନ୍ତି। ଦିଲ୍ଲୀ ଅଲରାଉଣ୍ଡର ପ୍ରାନ୍ଶୁ ବିଜୟାରନ, ରେଲ୍ଓ୍ବେର ବାମହାତୀ ସ୍ପିନର ହର୍ଷ ତ୍ୟାଗୀ, ବାମହାତୀ ରିଷ୍ଟ ସ୍ପିନର ରଜତ ଗୋଏଲ ଏବଂ ପେସ୍ ବୋଲର ବବି ଯାଦବ ପ୍ରମୁଖଙ୍କୁ ମଧ୍ୟ ତାଲିକାରେ ସ୍ଥାନ ମିଳିଛି।
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ
ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…
ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…
ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…
ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

