ଶନିଦେବଙ୍କ କୃପା ଦୃଷ୍ଟି ପାଇଁ…

ଧାର୍ମିକ ଶାସ୍ତ୍ର ଅନୁଯାୟୀ, କର୍ମ, ନ୍ୟାୟ ଓ ଦଣ୍ଡର ଅଧିପତି ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଶନିବାର ଦିନ କେଉଁ ଜିନିଷ ଦାନ କଲେ ଶନିଦୋଷ କଟିବା ସହ ପ୍ରଭୁଙ୍କ କୃପା ମିଳିଥାଏ ଜାଣନ୍ତୁ ସେ ସମ୍ପର୍କରେ…
* ବିଶ୍ୱାସ ରହିଛି, ଶନିଦେବଙ୍କର ଚୋପାଥିବା ବିରି କୁଆଡ଼େ ଖୁବ୍‌ ପ୍ରିୟ। ତେଣୁ ଶନିବାର ଦିନ ବ୍ରାହ୍ମଣ ହୁଅନ୍ତୁ ଅବା ଗରିବ ଶ୍ରେଣୀର ଲୋକଙ୍କୁ କିଛି ଚୋପାଥିବା ବିରି ଦାନ କଲେ ଶନିଦେବ ପ୍ରସନ୍ନ ହୋଇଥାନ୍ତି।
* ଶନିଦେବଙ୍କର କଳାରାଶି ବି ଖୁବ୍‌ ପସନ୍ଦ। କୁହାଯାଏ, ଶନିବାର ଦିନ କଳାରାଶି ହେଉ ଅଥବା କଳାରାଶିରେ ତିଆରି ଲଡ଼ୁ କାହାକୁ ଦାନ କଲେ, ଶନିଦେବଙ୍କର କୃପା ଲାଭ ହୋଇଥାଏ।
* ଶନିଦେବଙ୍କୁ ପ୍ରସନ୍ନ କରିବା ସହିତ ରୋଗରୁ ମୁକ୍ତି ପାଇବାକୁ ହେଲେ ଶନିବାର ଦିନ ସୋରିଷ ତେଲ ଦାନ କରିବା ଶୁଭ ହୋଇଥାଏ।
* ଶନିବାର ଦିନ ଗରିବ ଶ୍ରେଣୀର ଲୋକଙ୍କୁ କଳା ଜୋତା ଦାନ କଲେ ବି କୁଆଡ଼େ ଶନିଦେବ ପ୍ରସନ୍ନ ହୋଇଥାନ୍ତି।
* ଶନିଦେବଙ୍କ କୁପ୍ରଭାବକୁ କମ୍‌ କରିବାକୁ ହେଲେ ଲୁହା ନିର୍ମିତ କୌଣସି ବସ୍ତୁକୁ ଶନିବାର ଦିନ ଦାନ କରିବା ଶୁଭ ହୋଇଥାଏ।
* ହେଲେ ଶନିବାର ଦିନ ଲୁଣ ଦାନ କରିବା ଆଦୌ ଠିକ୍‌ ନୁହେଁ। ଏହା ଆର୍ଥିକ ସମସ୍ୟା ଡାକି ଆଣେ ବୋଲି ବିଶ୍ୱାସ କରାଯାଏ।
* ଦାନ ସର୍ବଦା ଆବଶ୍ୟକ କରୁଥିବା ଅଥବା ଗରିବ ଶ୍ରେଣୀର ଲୋକଙ୍କୁ କରିବା ଉତ୍ତମ ହୋଇଥାଏ।
* ସକାଳ ଅବା ସନ୍ଧ୍ୟା ସମୟ ଦାନ ପାଇଁ ଉପଯୁକ୍ତ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri