Posted inଖେଳ

ସାନିଆଙ୍କ ସ୍ବପ୍ନ ଚୂରମାର୍‌

ସିଡ଼ନୀ,୨୭।୧: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ନିଜ ଶେଷ ଗ୍ରାଣ୍ଡସ୍ଲାମରେ ପରାଜୟର ସମ୍ମୁଖୀନ ହୋଇଛନ୍ତି। ଅଷ୍ଟ୍ରେଲିଆ ଓପନର ମିକ୍ସ ଡବଲ୍ସ ଫାଇନାଲରେ ସାନିଆ ଏବଂ ରୋହନ ବୋପାନ୍ନା ୬-୭, ୬-୨ରେ ସେଟ୍‌ରେ ହାରିଯାଇଛନ୍ତି। ଏହା ତାଙ୍କର ଶେଷ ଟୁର୍ନାମେଣ୍ଟ ହେବ ବୋଲି ସାନିଆ ପୂର୍ବରୁ ଘୋଷଣା କରିସାରିଥିଲେ। ଅଷ୍ଟ୍ରେଲିଆ ଓପନର ମହିଳା ଡବଲ୍ସରେ ଦ୍ୱିତୀୟ ରାଉଣ୍ଡରେ ସେ ହାରିଯାଇଥିଲେ ଏବଂ ମିକ୍ସ ଡବଲ୍ସରେ ଫାଇନାଲରେ ମଧ୍ୟ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ସହିତ ସାନିଆଙ୍କ ବିଜୟ ବିଦାୟର ସ୍ବପ୍ନ ଭାଙ୍ଗିଯାଇଛି।
ଅଷ୍ଟ୍ରେଲିୟ ଓପନର ମିକ୍ସ ଡବଲ୍ସ ଫାଇନାଲରେ ବ୍ରାଜିଲର ଯୋଡି ଲୁଇସା ଷ୍ଟେଫାନି ଏବଂ ରାଫେଲ ମ୍ୟାଟୋସ ସାନିଆ ଏବଂ ରୋହାନଙ୍କୁ ୬-୭, ୬-୨ ବ୍ୟବଧାନରେ ପରାସ୍ତ କରିଛନ୍ତି। ଏହି ପରାଜୟ ସହିତ ସାନିଆର ଚମତ୍କାର ଟେନିସ କ୍ୟାରିୟର ଶେଷ ହୋଇଛି।
ସାନିଆ ତାଙ୍କ କ୍ୟାରିୟରରେ ୩ଟି ମହିଳା ଡବଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ଏବଂ ୩ଟି ମିକ୍ସ ଡବଲ୍ସ ଟାଇଟଲ ଜିତିଛନ୍ତି। ବୋପାନ୍ନା ଗୋଟିଏ ମିକ୍ସ ଡବଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri