Posted inଖେଳ

ଶେଷ ଗ୍ରାଣ୍ଡସ୍ଲାମ୍‌ରେ ହାରିଲେ ସାନିଆ ମିର୍ଜା, ଟାଇଟଲ ଜିତିବାର ଆଶା ମଉଳିଲା…

ମେଲବୋର୍ନ,୨୨।୧ : ମହିଳା ଡବଲ୍ସ ଇଭେଣ୍ଟରେ ଦ୍ୱିତୀୟ ରାଉଣ୍ଡରେ ରବିବାର ହାରିଯିବା ପରେ ସାନିଆ ର୍ମିଜା ଏବଂ ତାଙ୍କ ସହଯୋଗୀ ଆନା ଡାନିଲିନା ଅଷ୍ଟ୍ରେଲିଆ ଓପନରୁ ବାହାର ହୋଇଛନ୍ତି। ଇଣ୍ଡୋ-କାଜାକ ଯୋଡି ବେଲଜିୟମର ଆଲିସନ ୱାନ ୟୁଟଭ୍ୟାଙ୍କ ଏବଂ ୟୁକ୍ରେନର ଆନହେଲିନା କାଲିନିନାଙ୍କଠାରୁ ୪-୬,୬-୪, ୨-୬ରେ ପରାଜିତ ହୋଇଛନ୍ତି।

ଏହି ପରାଜୟ ସହିତ ସାନିଆଙ୍କ ଶେଷ ଗ୍ରାଣ୍ଡସ୍ଲାମରେ ଟାଇଟଲ ଜିତିବାର ଆଶା ପ୍ରାୟ ଶେଷ ହୋଇଯାଇଛି । ତେବେ ମିଶ୍ରିତ ଡବଲ୍ସରେ ଆଶା ଥିବାବେଳେ ସାନିଆ ଏବଂ ରୋହନ ବୋପାନ୍ନାଙ୍କ ପାଇଁ ଅଷ୍ଟ୍ରେଲିଆ ଓପନ ଜିତିବା କଷ୍ଟକର ହେବ।

ଶନିବାର ମିଶ୍ରିତ ଡବଲ୍ସ ଇଭେଣ୍ଟର ଦ୍ୱିତୀୟ ରାଉଣ୍ଡରେ ସାନିଆ ମିର୍ଜା ଏବଂ ରୋହନ ବୋପାନ୍ନା ପ୍ରବେଶ କରିଥିେଲେ। ରିଓ ୨୦୧୬ ସେମିଫାଇନାଲିଷ୍ଟ ସାଇନା ଏବଂ ବୋପାନ୍ନା ଏକ ଘଣ୍ଟା ୧୪ ମିନିଟରେ ଅଷ୍ଟ୍ରେଲୀୟ ୱାଇଲ୍ଡ କାର୍ଡ ଏଣ୍ଟ୍ରି ଜାମି ଫୋର୍ଲିସ ଏବଂ ଲୁକ ସାଭିଲଙ୍କୁ ୭-୫, ୬-୩ ରେ ପରାଜିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri