Posted inଖେଳ

ବିଜୟ ସହ ଡବ୍ଲ୍ୟୁଟିଏ ସର୍କିଟକୁ ଫେରିଲେ ସାନିଆ

ଦୋହା, ୩ା୩ (ପି.ଟି.)- ବିଜୟ ସହ ଡବ୍ଲ୍‌ୟୁଟିଏ ସର୍କିଟକୁ ଫେରିଛନ୍ତି ଭାରତୀୟ ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା। ସେ ଓ ତାଙ୍କ ସେଲାଭେନିଆନ ପାର୍ଟନର ଆଣ୍ଡ୍ରେଜା କ୍ଲେପାକ୍‌ ୟୁକ୍ରେନର ନାଡିଆ କିଚେନୋକ୍‌ ଓ ଲ୍ୟୁଦମିଲା କିଚେନୋକ୍‌ ଯୋଡ଼ିଙ୍କୁ ହରାଇ ଏଠାରେ ଚାଲିଥିବା କାତାର ଟୋଟାଲ ଓପନ୍‌ ଟେନିସ ଡବଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ରାତିରେ ଏହି ଡବ୍ଲ୍ୟୁଟିଏ ୫୦୦ ଟୁର୍ନାମେଣ୍ଟର ଓପନିଂ ରାଉଣ୍ଡରେ ଇଣ୍ଡୋ-ସ୍ଲୋଭେନିଆନ ଯୋଡ଼ି ୬-୪, ୬-୭ (୫), ୧୦-୫ ସେଟ୍‌ରେ କିଚେନୋକ୍‌ ଯୋଡ଼ିଙ୍କୁ ପରାସ୍ତ କରିଛନ୍ତି। ୧୨ ମାସରେ ସାନିଆଙ୍କର ଏହା ହେଉଛି ପ୍ରଥମ ମ୍ୟାଚ। ଘଟଣାକ୍ରମେ ମହାମାରୀ ଯୋଗୁ ସମଗ୍ର ବିଶ୍ୱରେ ଟେନିସ ପ୍ରତିଯୋଗିତା ବନ୍ଦ ରଖାଯିବା ପୂର୍ବରୁ ୨୦୨୦ ଫେବୃୟାରୀରେ ସାନିଆ ଏଠାରେ ତାଙ୍କ ଶେଷ ମ୍ୟାଚ ଖେଳିଥିଲେ। ସାନିଆ ନିଜେ ଗତ ଜାନୁୟାରୀରେ କୋଭିଡ୍‌ରୁ ଆରୋଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌: ଅଭିଷେକଙ୍କୁ ସ୍ବର୍ଣ୍ଣ, ସୌରଭଙ୍କୁ ବ୍ରୋଞ୍ଜ

ରିଓ ଡି’ ଜାନିରୋ,୩୦।୮: ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ର ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ ସହ ବ୍ରୋଞ୍ଜ...

ନିର୍ଣ୍ଣାୟକ ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ହାଇଦ୍ରାବାଦ,୨୫।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ହାଇଦ୍ରାବାଦରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ...

ଏସିଆ କପ୍‌ ଫାଇନାଲରେ ଭାରତ

ଢାକା,୧୩।୧୦: ହରମାନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ମହିଳା ଦଳ ଟି -୨୦ଏସିଆ କପ ଫାଇନାଲରେ ପ୍ରବେଶ କରିଛି। ଦଳ ପ୍ରଥମ ସେମିଫାଇନାଲରେ ଥାଇଲ୍ୟାଣ୍ଡକୁ ୭୪ ରନରେ...

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଅସଲ ମୁଖା ଖୋଲିଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ,୩।୧୧: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ସରଫରାଜ ନୱାଜ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ ଅଧିନାୟକ ଇମ୍ରାନ ଖାନଙ୍କ ବିରୋଧରେ ଏକ ଅଭିଯୋଗ କରିଛନ୍ତି। ସରଫରାଜ...

ପ୍ରଥମ ଦିନରେ ଓଡ଼ିଶାକୁ ୭ ପଦକ

ଭୁବନେଶ୍ୱର, ୧୨।୮(ତପନ ସ୍ବାଇଁ): ଦିଲ୍ଲୀର ତାଲକୋଟ୍ରାଠାରେ ଚାଲିଥିବା ଇଣ୍ଡିପେଣ୍ଡେନ୍ସ କପ୍‌ କରାଟେ ପ୍ରତିଯୋଗିତାର ପ୍ରଥମ ଦିବସରେ ଶୁକ୍ରବାର ଓଡ଼ିଶା ପ୍ରତିଯୋଗୀ ୭ ପଦକ ହାସଲ କରିଛନ୍ତି।...

ପାରା ବ୍ୟାଡମିଣ୍ଟନ: ବିଶ୍ୱର ପ୍ରଥମ ସ୍ଥାନରେ ପ୍ରମୋଦ-ସୁକାନ୍ତ

ଭୁବନେଶ୍ବର,୨୦।୪: ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ଏବଂ ସୁକାନ୍ତ କଦମ ଏବେ ଆଉ ଏକ ମାନ୍ୟତା ହାସଲ କରିଛନ୍ତି। ନିକଟରେ ବ୍ରାଜିଲ ପାରା ବ୍ୟାଡମିଣ୍ଟନ...

ଇତିହାସ ରଚିଲେ ସୁନା ପୁଅ

ନୂଆଦିଲ୍ଲୀ,୯।୯: ଜୁରିଚରେ ଡାଏମଣ୍ଡ ଲିଗ୍‌ ଫାଇନାଲରେ ପ୍ରଥମ ସ୍ଥାନ ଅଧିକାର କରି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ଡାଏମଣ୍ଡ ଟ୍ରଫି ଜିତିବାରେ ନୀରଜ ଚୋପ୍ରା...

ଟସ୍‌ ଜିତିଲା ହଂକଂ: ପ୍ରଥମେ ବ୍ୟାଟିଂ କରିବ ଭାରତ

ଦୁବାଇ,୩୧।୮: ଏସିଆ କପ୍‌ ୨୦୨୨ରେ ଭାରତ ଦ୍ୱିତୀୟ ମ୍ୟାଚ୍‌ ଆଜି ହଂକଂକୁ ଭେଟୁଛି। ଏହି ମ୍ୟାଚ୍‌ରେ ହଂକଂ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି।...

Advertisement
Archives

Model This Week