ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରର ମୁଖ୍ୟ ରାସ୍ତା ତଥା ଷ୍ଟେଶନ, କାଇଁଚପୁର, କଲ୍ୟାଣପୁର ଆଦି ଯିବା ରାସ୍ତାରେ ଡ୍ରେନ ଆବର୍ଜନା ପଡ଼ି ରହିଛି। ଉକ୍ତ ରାସ୍ତାଟି ଅଣଓସାରିଆ ହେତୁ ଚାରିଚକିଆ ଗାଡ଼ି ରୋଡ଼ ଉପରେ ପଡ଼ିଥିବା ଆବର୍ଜନାକୁ ମାଡ଼ି ଯିବା ଆସିବା କରୁଛି । ଫଳରେ ଯିବା ଆସିବାରେ ଅସୁବିଧା ହେଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏ ନେଇ ଏନ୍‌ଏସି ପ୍ରଶାସନକୁ ସେମାନେ ଦାୟୀ କରିଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri