ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରର ମୁଖ୍ୟ ରାସ୍ତା ତଥା ଷ୍ଟେଶନ, କାଇଁଚପୁର, କଲ୍ୟାଣପୁର ଆଦି ଯିବା ରାସ୍ତାରେ ଡ୍ରେନ ଆବର୍ଜନା ପଡ଼ି ରହିଛି। ଉକ୍ତ ରାସ୍ତାଟି ଅଣଓସାରିଆ ହେତୁ ଚାରିଚକିଆ ଗାଡ଼ି ରୋଡ଼ ଉପରେ ପଡ଼ିଥିବା ଆବର୍ଜନାକୁ ମାଡ଼ି ଯିବା ଆସିବା କରୁଛି । ଫଳରେ ଯିବା ଆସିବାରେ ଅସୁବିଧା ହେଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏ ନେଇ ଏନ୍‌ଏସି ପ୍ରଶାସନକୁ ସେମାନେ ଦାୟୀ କରିଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରାକ୍ଟରରେ ଲାଗିଲା ନିଆଁ

କପ୍ତିପଦା,୧ା୧୨(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ବିଶୋଳ ଛକରେ ଏକ ଧାନ ବୋଝେଇ ଟ୍ରାକ୍ଟରରେ ସୋମବାର ନିଆଁ ଲାଗି ଯାଇଥିଲା। ବିଶୋଳ ଗ୍ରାମର ଅଞ୍ଜନ...

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା: ବ୍ୟାଙ୍କ କର୍ତ୍ତୃପକ୍ଷ ସାମିଲ ସୂଚନା

ଫୁଲବାଣୀ ଅଫିସ, ୨୭ା୧୧-ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌...

୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ,୨୮।୧୨: ଜାନୁୟାରୀ ୧୦ରୁ କଟକରେ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀ,...

‘ସମ୍ମାନହାନି ହୋଇଥିବାରୁ ଅଦାଲତ ଦ୍ୱାରସ୍ଥ ହେବି’

କେନ୍ଦୁଝର, ୭ା୨ (ସ୍ବ.ପ୍ର.) କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ବିରୋଧରେ ଭାଜପା କର୍ମୀ ସଞ୍ଜୀବ ନାୟକ ଟାଉନ...

ଉଦ୍ଧାର ହରିଣ ଜଙ୍ଗଲରେ ଛଡ଼ାଗଲା

ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିସିଡି ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଉଛନ୍ତି ଗଞ୍ଜାମ ଜିଲାର ଜଗା ପାତ୍ର।...

କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

ହଟୁନି ଅଚଳାବସ୍ଥା, ଖାଦ୍ୟରୁ ବଞ୍ଚିତ ପିଲା

ଖଇରା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବର୍ତ୍ତନା ଗ୍ରାମ ପଞ୍ଚାୟତ ଅଧୀନ ପଦୁନା ଅଙ୍ଗନୱାଡି କେନ୍ଦ୍ରରେ କର୍ମୀ ଓ ଲୋକପ୍ରତିନିଧିଙ୍କ ମଧ୍ୟରେ ସମନ୍ବୟ ଅଭାବରୁ ୨୦୧୪ରୁ...

Advertisement
Archives

Model This Week