ସଫେଇ କର୍ମଚାରୀଙ୍କ କାମ ଛାଡ଼ ଆନ୍ଦୋଳନ

ଦେବଗଡ଼, ୧୫।୧୧: ଦେବଗଡ଼ ପୌର ପରିଷଦରେ କାର୍ଯ୍ୟରତ ସଫେଇ କର୍ମଚାରୀ ମଙ୍ଗଳବାର କାମ ଛାଡ଼ ଆନ୍ଦୋଳନ କରିଛନ୍ତି। ଫଳରେ ସହରର ମାର୍କେଟ, ବସ୍‌ଷ୍ଟାଣ୍ଡ ଭଳି ଜନଗହଳିପୂର୍ଣ୍ଣ ସ୍ଥାନ ସହ ସାହି, ଗଳିରେ ଅଳିଆ ଆବର୍ଜନା ପଡି ରହିଥିବା ଦେଖିବାକୁ ମିଳିଛି।

ଦୀର୍ଘଦିନର ବକେୟା ପିଏଫ୍‌ ରାଶି ପ୍ରଦାନ ଦାବିରେ ମଙ୍ଗଳବାର ସକାଳୁ କାମ ବନ୍ଦ କରି ପୌର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସିଥିବା କର୍ମଚାରୀମାନେ ପ୍ରକାଶ କରିଛନ୍ତି। ଫଳରେ ପୌରାଞ୍ଚଳ, ସହରରେ ପରିମଳ ସେବା ଠପ୍‌ ହୋଇପଡିଛି। ଅନ୍ୟପକ୍ଷେ ସଂଘ ସଭାପତି ଧର୍ମେନ୍ଦ୍ର କୁମାର ଦେବତା ସଫେଇ କର୍ମଚାରୀଙ୍କ ପିଏଫ୍‌ ରାଶି ପୌରପରିଷଦ ପକ୍ଷରୁ ହଡପ କରାଯାଇଥିବା ନେଇ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri