କିଏ ଏହି ମହିଳା? ଇଣ୍ଟରଭ୍ୟୁ ପରେ ଆଲିଙ୍ଗନ କଲେ ବୁମରା

ନୂଆଦିଲ୍ଲୀ, ୩୦।୦୬: ଟି-୨୦ ବିଶ଼୍ବକପ୍‌ର ପ୍ରତ୍ୟକଟି ମୁହୂର୍ତ୍ତ ରୋମାଞ୍ଚକର । ଭାରତ ଜିତିବା ପରେ ପଡ଼ିଆରେ ଘଟିଥିବା ଛୋଟ ଛୋଟ ଘଟଣାକୁ ନେଇ ଏବେ ଚର୍ଚ୍ଚା ହେଉଛି । ଏମିତି ଏକ ଛୋଟ ଭିଡିଓ ଏବେ ଭାଇରାଲ୍‌ ହୋଇଛି । ଏହି ଭିଡିଓରେ ଷ୍ଟାର୍‌ ବୋଲର ଜସ୍‌ପ୍ରୀତ୍‌ ବୁମ୍‌ରା ନଜର ଆସୁଛନ୍ତି । ଟି-୨୦ ଫାଇନାଲରେ ଜସ୍‌ପ୍ରୀତ୍‌ଙ୍କ ଶାନ୍‌ଦାର ବୋଲିଂ ଦକ୍ଷିଣ ଆଫ୍ରିକାକୁ ହରାଇବାରେ ବଡ଼ ଭୂମିକା ନେଇଥିଲା ।

ତେବେ ମ୍ୟାଚ୍‌ ପରେ ଭାରତର ବିଜୟକୁ ନେଇ ବୁମରା ଏକ ସାକ୍ଷାତକାର ଦେଇଥିଲେ । ଆଇସିସିର ଉପସ୍ଥାପକ ସଞ୍ଜନା ଗଣେଶନ ଏହି ସାକ୍ଷାତକାର ନେଉଥିଲେ । ଆଇସିସି ତରଫରୁ ସେ ଖେଳାଳିଙ୍କ ସାକ୍ଷାତକାର ନେଉଥିଲେ । ସେ ପ୍ରଫେସନାଲ୍‌ ଭାବେ ବୁମ୍‌ରାଙ୍କ ସାକ୍ଷାତାକାର ନେଇଥିଲେ । ହେଲେ ସାକ୍ଷାତକାର ସରିବା ପରେ ସେ ସଞ୍ଜନାଙ୍କୁ ଆଲିଙ୍ଗନ କରିଥିଲେ । ଫ୍ରେଫସନାଲ୍‌ ନିୟମକୁ ପାର କରି ସେ ଭାବୁକ ହୋଇଯାଇଥିଲେ । ଟ୍ରଫି ଜିତିବା ଖୁସିରେ ଆଇସିସିର ଜଣେ ଉପସ୍ଥାପକ ବଦଳରେ ସେ ତାଙ୍କ ସ୍ତ୍ରୀଙ୍କୁ ଆଲିଙ୍ଗନ କରିଥିଲେ । ବାସ୍ତବରେ ସଞ୍ଜନା ଗଣେଶନ୍‌ ହେଉଛନ୍ତି ବୁମ୍‌ରାଙ୍କ ପତ୍ନୀ ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri