ବିବାହ ପୂର୍ବରୁ ସଞ୍ଜୟ ଦେଲେ ପରାମର୍ଶ, କହିଲେ…

ଆଲିୟା ଭଟ୍ଟ ଏବଂ ରଣବୀର କପୁରଙ୍କ ବିବାହକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଉଭୟଙ୍କ ବିବାହ ସ୍ଥାନଠୁ ଆରମ୍ଭ କରି ଅତିଥିଙ୍କ ତାଲିକା ପର୍ଯ୍ୟନ୍ତ ସବୁ ଅପଡେଟ ଜାଣିବା ପାଇଁ ପ୍ରଶଂସକଙ୍କ ଭିତରେ ଉତ୍ସାହ ଥାଏ। ତେବେ ଦୁହିଁଙ୍କ ବିବାହକୁ ନେଇ ସସ୍‌ପେନ୍ସ ବଢିବାରେ ଲାଗିଛି। ଏହି ସମୟରେ ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ରଣବୀର କପୁରଙ୍କୁ ବିବାହ ସହ ଜଡିତ ଏକ ପରାମର୍ଶ ମଧ୍ୟ ଦେଇଛନ୍ତି । ପ୍ରକୃତରେ ଏବେ ସଞ୍ଜୟ ଦତ୍ତ ତାଙ୍କର ଅପକମିଂ ଫିଲ୍ମ କେଜିଏଫ ୨ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି । ଏହି ସମୟରେ ସେ ରଣବୀର କପୁର ଏବଂ ଆଲିୟା ଭଟ୍ଟଙ୍କ ବିବାହକୁ ନେଇ ନିଜ ପ୍ରତିକ୍ରିୟା ଦେଇଛନ୍ତି ।

ରଣବୀରଙ୍କ ବିବାହ ହେଉଥିବା ଶୁଣି ସଞ୍ଜୟ ପ୍ରଥମେ କହିଥିଲେ ଯେ, ହଁ ସତରେ ରଣବୀର ବିବାହ କରୁଛି ? ଯଦି ସେ ବିବାହ କରୁଛି ତେବେ ତା ପାଇଁ ମୁଁ ବହୁତ ଖୁସି । ସେ ଆହୁରି ମଧ୍ୟ ଏହା କହିଥିଲେ ଯେ, ରଣବୀର ଏବଂ ଆଲିୟା ତାଙ୍କ ପାଇଁ ବହୁତ ଖାସ । ଆଲିୟା ତ ତାଙ୍କ ସାମ୍ନାରେ ହିଁ ବଡ ହୋଇଛି । ବିବାହ ଏକ କମିଟ୍‌ମେଣ୍ଟ । ଯାହା ସେମାନେ ଆଗରୁ କରିସାରିଛନ୍ତି । ରଣବୀର ଶୀଘ୍ର ପିଲାଛୁଆ କରନ୍ତୁ। ଦୁହେଁ ଖୁସିରେ ରୁହନ୍ତୁ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri