ଲୁଟ୍‌ର ଶିକାର ହେଲେ ଏହି ଅଭିନେତା

ଟିଭି ଧାରାବାହିକ ‘ହାପ୍ପୁକି ଉଲଟନ୍‌ ପଲଟନ’ରେ କମଲେଶ ଚରିତ୍ରରେ ଅଭିନୟ କରିଥିବା ଅଭିନେତା ସଞ୍ଜୟ ଚୌଧୁରୀ ଦିନ ଦୁଇପହରରେ ଲୁଟ୍‌ର ଶିକାର ହୋଇଛନ୍ତି। ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାରକରି ସଞ୍ଜୟ ଏହି ସୂଚନା ଦେଇଛନ୍ତି। ମୁମ୍ବାଇର ମୀରା ରୋଡ୍‌ରେ ଏହି ଅଘଟଣ ଘଟିଥିଲା। ଏଥିପାଇଁ ସଞ୍ଜୟ ଏବେ ସମସ୍ତଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି।
ସଞ୍ଜୟ ମୀରା ରୋଡରୁ ନଏଗାଓଁ ମୁମ୍ବାଇକୁ ‘ହାପ୍ପୁକି ଉଲଟନ୍‌ ପଲଟନ’ର ଶୁଟିଂ ପାଇଁ କାର ଯୋଗେ ଯାଉଥିଲେ। ଏହି ସମୟରେ ଏକ ସ୍କୁଟିରେ ୩ ବ୍ୟକ୍ତି ଆସି ତାଙ୍କ କାରକୁ ଅଟକାଇଥିଲେ। ସେମାନେ ସଞ୍ଜୟଙ୍କୁ ୨୦ ହଜାର ଟଙ୍କା ମାଗିଥିଲେ। ସଞ୍ଜୟଙ୍କ ପାଖରେ ଏତେ ଟଙ୍କା ନ ଥିବା ସେ ମନା କରିଦେଇଥିଲେ। ଫଳରେ ଦୁର୍ବୃତ୍ତମାନେ ତାଙ୍କୁ ଧମକ ଦେବା ସହ ମାରପିଟ କରିଥିଲେ। ୭ ଶହ ଟଙ୍କା ଓ ତାଙ୍କ ମୋବାଇଲ ଫୋନ୍‌ ଛଡ଼ାଇ ନେଇଯାଇଥିବା ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri