ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ କରନ୍ତୁ। ଆଗକୁ ନିର୍ବାଚନ ଆସୁଛି, ଲୋକପ୍ରିୟତା ପ୍ରମାଣିତ କରନ୍ତୁ ବୋଲି କହି ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା।

ଶେଷ ବେଳକୁ ବିଜେଡିରେ ଥିବେ କେବଳ ଏହି ୩ ଜଣ

Dharitri – Odisha’s No.1 Odia Daily

 

Share