Advertisement
Posted inଜାତୀୟ

ଉଦ୍ଧବ ଗୋଷ୍ଠୀକୁ ଫେରିଲେ ପୂର୍ବତନ ମନ୍ତ୍ରୀ

ମୁମ୍ବାଇ,୨୦।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦେଶମୁଖ ଠାଣେର ଅନ୍ୟତମ ନେତା ସଞ୍ଜୟ ଘାଦିଗୋଙ୍କର ଶିବସେନା (ଉଦ୍ଧବ ବାଲାସାହେବ ଠାକ୍‌ରେ)କୁ ଫେରିଛନ୍ତି। ବିଦର୍ଭ ଅଞ୍ଚଳରେ ଉଦ୍ଧବ ଗୋଷ୍ଠୀର ଶକ୍ତି ବୃଦ୍ଧିରେ ଏହା ସହାୟକ ହେବ ବୋଲି ଦଳର ଜଣେ କାର୍ଯ୍ୟକର୍ତ୍ତା ଗୁରୁବାର କହିଛନ୍ତି। ଗୁରୁବାର ଅପରାହ୍ନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଉପସ୍ଥିତିରେ ସେମାନେ ଦଳରେ ସାମିଲ ହୋଇଛନ୍ତି। କିଛି ସପ୍ତାହ ପୂର୍ବରୁ ସଞ୍ଜୟ ଦେଶମୁଖ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ କ୍ୟାମ୍ପ (ବାଲାସାହେବାଞ୍ଚତ୍ ଶିବସେନା)ରେ ଯୋଗଦେଇଥିଲେ। ଗତ ଜୁନ୍‌ରେ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ କେତେଜଣ ଦଳୀୟ ବିଧାୟକଙ୍କ ବିଦ୍ରୋହ ଯୋଗୁ ମହାବିକାଶ ଅଘାଡ଼ି ସରକାର ଭାଙ୍ଗିଯାଇଥିଲା। ଏଭଳି କାର୍ଯ୍ୟରେ ଅସନ୍ତୁଷ୍ଟ ଲୋକେ ଶିବସେନାକୁ ଫେରୁଥିବା ଉଦ୍ଧବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସ୍ଥାନାନ୍ତର ହେବ ନାହିଁ ହାଥରସ ଗଣବଳାତ୍କାର ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ ।୧୦: ଉତ୍ତରପ୍ରଦେଶର ହାଥରସରେ ଦଳିତ ଯୁବତୀଙ୍କ ଗଣବଳାତ୍କାର ଓ ହତ୍ୟା ମାମଲାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ କହିଛନ୍ତି ମାମଲାର...

ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୬।୯ : କରୋନା ମହାମାରୀ ବିରୋଧରେ ଭାରତକୁ ଆଉ ଏକ ବଡ଼ ସଫଳତା ମିଳିଛି। ଜରୁରୀକାଳୀନ ବ୍ୟବହାର ପାଇଁ ଦେଶର ପ୍ରଥମ ନାଜାଲ ଭାକ୍ସିନକୁ...

କର୍ନାଟକରେ ଭୂସ୍ଖଳନ, ୬ ଜଣଙ୍କ ମୃତ୍ୟୁ…

ବେଙ୍ଗାଲୁରୁ, ୩।୮ : କର୍ନାଟକର ଉତ୍ତର କନ୍ନଡ ଏବଂ ଦକ୍ଷିଣ କନ୍ନଡ ଜିଲାରେ ଭୂସ୍ଖଳନରେ ଦୁଇ ଭଉଣୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ...

ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର

ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ...

ମମତାଙ୍କ ଦାବି ଦେଶରେ ହେଉ ୪ ରାଜଧାନୀ

କୋଲକାତା,୨୩ ।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ଦାବି କରିଛନ୍ତି କି ଦେଶରେ ୪ଟି ରାଜଧାନୀ ହେଉ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ...

ବସ୍‌-ଟ୍ରଲର ଧକ୍କା: ଶିଶୁ ସମେତ ଚାଲିଗଲା ୬ ଜଣଙ୍କ ଜୀବନ

ଭଡୋଦରା,୧୮।୧୦: ଗୁଜୁରାଟର ଭଡୋଦରା ସହର ଉପକଣ୍ଠରେ ଥିବା ଅହମ୍ମଦାବାଦ-ମୁମ୍ବାଇ ଜାତୀୟ ରାଜପଥରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବସ୍‌ ଟ୍ରଲର ସହ ଧକ୍କା ହେବା...

ପଞ୍ଜାବ ସରକାରଙ୍କ ଘୋଷଣା: ହ୍ବାଟ୍ସଆପ୍‌ ଜରିଆରେ କରିହେବ ଦୁର୍ନୀତି ଅଭିଯୋଗ

ଚଣ୍ଡିଗଡ,୧୭।୩: ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଭଗତ ସିଂଙ୍କ ଶହୀଦ ଦିବସରେ ଦୁର୍ନୀତି ନିବାରଣ ହେଲ୍ପଲାଇନ ନମ୍ବର...

ସମୁଦ୍ରରେ ଖସିପଡ଼ିଲା ପବନହଂସ ହେଲିକପ୍ଟର

ମୁମ୍ବାଇ, ୨୯ା୬: ଓଏନ୍‌ଜିସିର ସାଗର କିରନ୍‌ ଅଏଲ୍‌-ରିଗ୍‌ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଆରବ ସାଗରରେ ପବନ ହଂସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣଙ୍କ...

Advertisement
Archives

Model This Week