‘ହେରାଫେରି-୩’ରେ ନଜର ଆସିବେ ସଞ୍ଜୟ ଦତ୍ତ

ମୁମ୍ବାଇ: କମେଡି ଫିଲ୍ମ ‘ହେରାଫେରି-୩’କୁ ନେଇ କିଛି ନା କିଛି ଅପଡେଟ୍‌ ସାମ୍ନାକୁ ଆସୁଛି। ଏହି ସମୟରେ ଏହି ଫିଲ୍ମକୁ ନେଇ ଆଉ ଏକ ଖବର ଆସିଛି କି ବଲିଉଡର ଭେଟେରାନ ସଞ୍ଜୟ ଦତ୍ତ ମଧ୍ୟ ‘ହେରାଫେରି-୩’ରେ ଏକ ଅଂଶ ବୋଲି ନିଶ୍ଚିତ ହୋଇଛି। ଏକ ଗଣମାଧ୍ୟମ ସାକ୍ଷାତକାରରେ ସଞ୍ଜୟ ଦତ୍ତ ପ୍ରକାଶ କରିଛନ୍ତି ଯେ, ସେ ‘ହେରାଫେରି-୩’ ଟିମ୍‌ରେ ସାମିଲ ହୋଇ ଖୁସି ଅଛନ୍ତି। ନିକଟରେ ସଞ୍ଜୟ ଦତ୍ତ ମୁମ୍ବାଇରେ ଏକ ଇଭେଣ୍ଟରେ ଉପସ୍ଥିତ ଥିଲେ। ଏହି ସମୟରେ ଗଣମାଧ୍ୟମର ସମସ୍ତ ପ୍ରଶ୍ନର ଉତ୍ତର ଦେଇଥିଲେ। ସଞ୍ଜୟ ଦତ୍ତ କହିଛନ୍ତି, ହିନ୍ଦୀ ସିନେମାର ପ୍ରସିଦ୍ଧ ନିର୍ଦ୍ଦେଶକ ଫରହାଦ ସାମଜୀଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ହେରା ଫେରି-୩’ ରେ ମୁଁ ଅଂଶ ହେବାକୁ ଯାଉଛି। ପୁରା ଟିମ୍‌ ସହିତ ଶୁଟିଂ ମୋ ପାଇଁ ବହୁତ ରୋମାଞ୍ଚକର ହେବ। ଏହା ଏକ ଉତ୍ତମ ଫ୍ରାଞ୍ଚାଇଜ ଏବଂ ମୁଁ ଏହା ସହ ଜଡିତ ହୋଇ ବହୁତ ଖୁସି ଏବଂ ଉତ୍ସାହିତ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!

ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ…

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ବିଶ୍ୱକର୍ମା ପୂଜାଠୁ ଏହି ୩ ରାଶି ରୁହନ୍ତୁ ସତର୍କ: ସୂର୍ଯ୍ୟଙ୍କ ଗୋଚର କରିଦେବ କାଙ୍ଗାଳ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଆସନ୍ତା ୧୭ ସେପ୍ଟେମ୍ବରରେ ସୂର୍ଯ୍ୟଦେବ କନ୍ୟା ରାଶିରେ ପ୍ରବେଶ କରିବେ। ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ଅଧିକାର, କ୍ୟାରିୟର, ମାନ-ସମ୍ମାନ ଏବଂ ବରିଷ୍ଠ ବ୍ୟକ୍ତିଙ୍କ…

ଆରବ ସାଗରରେ ଭାରତ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?