ସଞ୍ଜୟ ଦତ୍ତ ସ୍ତ୍ରୀଙ୍କୁ ଦେଇଥିଲେ ୧୦୦ କୋଟିର ଉପହାର: ଏହି କାରଣରୁ ଫେରାଇ ଦେଲେ

ବଲିଉଡ୍‌ କଳାକାରମାନେ ଦାମୀ ଉପହାର ଦେବାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମାନଙ୍କ ମଧ୍ୟରେ ଜଣେ ହେଲେ ସଞ୍ଜୟ ଦତ୍ତ। ସଞ୍ଜୟ ତାଙ୍କ ସ୍ତ୍ରୀ ମାନ୍ୟତାଙ୍କୁ ଗୋଟିଏ କି ଦୁଇଟି ନୁହେଁ ୪ଟି ମୂଲ୍ୟବାନ ଫ୍ଲାଟ୍‌ ଉପହାର ରୂପେ ଦେଇଥିଲେ। ଏହି ୪ଟି ଫ୍ଲାଟ୍‌ର ମୂଲ୍ୟ ୧୦୦ କୋଟିରୁ ଊର୍ଦ୍ଧ୍ୱ ହେବ। ହେଲେ ଆଶ୍ଚର୍ଯ୍ୟର କଥା ହେଲା, ମାନ୍ୟତା ସ୍ବାମୀଙ୍କ ଏହି ଉପହାରକୁ ଫେରାଇ ଦେଇଛନ୍ତି।
ବାସ୍ତବରେ ସଞ୍ଜୟ ୨୩ ଡିସେମ୍ବର ୨୦୨୦ରେ ସ୍ତ୍ରୀ ମାନ୍ୟତାଙ୍କୁ ଏହି ୪ ଟି ଫ୍ଲାଟ୍‌ ଉପହାର ରୂପେ ଦେଇଥିଲେ। ସରକାରୀ ହିସାବରେ ଏହା ୨୬.୫ କୋଟି ଟଙ୍କା ହୋଇଥିବା ବେଳେ ଏହାର ବଜାର ମୂଲ୍ୟ ୧୦୦ କୋଟି ଟଙ୍କା। ତେବେ ଏହି ଉପହାରକୁ ମାନ୍ୟତା ଏକ ସପ୍ତାହ ମଧ୍ୟରେ ଅର୍ଥାତ୍‌ ୨୯ ଡିସେମ୍ବରରେ ଫେରାଇ ଦେଇଥିଲେ। ତେବେ ଏକ ରିପୋର୍ଟ ଅନୁଯାୟୀ, ଟିକସ ସମ୍ବନ୍ଧୀୟ କାରବାର ଯୋଗୁ ମାନ୍ୟତା ଏହି ଫ୍ଲାଟ୍‌କୁ ଫେରାଇ ଦେଇଥିଲେ। ସେହିପରି ଆଇନଗତ ପ୍ରତିବନ୍ଧକ ଯୋଗୁ ସେ ଏପରି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri