ତାଞ୍ଜାନିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସଞ୍ଜୟ

ଡୋଡୋମା,୧୧ ।୧୧. ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ତାଞ୍ଜାନିଆର ପ୍ରଧାନମନ୍ତ୍ରୀ ମାଶିମ ମାଜାଲିୱାଙ୍କୁ ଭେଟିଛନ୍ତି । ଗୁରୁବାର ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଇନଷ୍ଟାଗ୍ରାମରେ କିଛି ଫଟୋ ଅପଲୋଡ କରିଛନ୍ତି । ଯେଉଁଥିରେ ସେ ତାଞ୍ଜାନିଆ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଉଥିବା ଦେଖାଯାଇଛି । ଫଟୋ ଅପଲୋଡ କରିବା ସହ ସଞ୍ଜୟ ଲେଖିଛନ୍ତି, ତାଞ୍ଜାନିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟି ମୁ ବହୁତ ଖୁସି । ଏହାସହ ମୁଁ ତାଞ୍ଜାନିଆ ଫିଲ୍ମ ଇଣ୍ଡଷ୍ଟ୍ରିକୁ ସହଯୋଗ କରିବା ସହ ପର୍ଯ୍ୟଟନରେ ଇନଭେଷ୍ଟ କରିବା ମୋତେ ଆନନ୍ଦ ଦେଇଛି । ସେ ପୁଣିଥରେ ଖୁବଶୀଘ୍ର ତାଞ୍ଜାନିଆ ଯିବେ ବୋଲି ବି ଲେଖିଛନ୍ତି । ସୂଚନାଯୋଗ୍ୟ, ସଞ୍ଜୟ ଦତ୍ତ ଜାଞ୍ଜିବରର ଆମ୍ବାସଡର ନିଯୁକ୍ତ ହୋଇଛନ୍ତି ତାହା ତାଞ୍ଜାନିଆର ସେମି ଅଟୋନମସ ପାର୍ଟ ବା ଭାଗ ବୋଲି କହିଛନ୍ତି । ଗୋଟିଏ ଦିନ ପୂର୍ବରୁ ଅଭିନେତା ସଞ୍ଜୟ ଦତ୍ତ ଜାଞ୍ଜିବରର ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ତାଙ୍କର ଓ ସହଯୋଗକୁ ନେଇ ଖୁସି ବ୍ୟକ୍ତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?