Categories: ଜାତୀୟ

ସଞ୍ଜୟ ଦତ୍ତ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୮।୮-ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶନିବାର ଲୀଳାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଞ୍ଜୟଙ୍କ କରୋନା ଟେଷ୍ଟ ନେଗେଟିଭ ଆସିଥିବା ସୂଚନା ମିଳିଛି। ସଞ୍ଜୟଙ୍କ ସ୍ବାସ୍ଥ୍ୟଅବସ୍ଥା ସ୍ଥିର ଥିବା ନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

Share