Posted inଜାତୀୟ

ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ନ୍ୟାୟିକ ହାଜତରେ ସଞ୍ଜୟ…

ମୁମ୍ବାଇ, ୫।୯ : ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ସୋମବାର ଶିବସେନା ନେତା ସଞ୍ଜୟ ରାଉତଙ୍କ ନ୍ୟାୟିକ ହେପାଜତକୁ ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପାତ୍ରା ଚାଲ ସ୍କାମ ମାମଲାରେ ଗତ ମାସରେ ରାଉତଙ୍କୁ ଗିରଫ କରାଯାଇଥିଲା।

ଏହାପୂର୍ବରୁ ଅଗଷ୍ଟ ୨୧ ରେ କୋର୍ଟ ତାଙ୍କ ହେପାଜତକୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। ମୁମ୍ବାଇ ଉପାନ୍ତ ଗୋରେଗାଓଁରେ ଅବସ୍ଥିତ ପାତ୍ରା ଚାଲ ଜମିରେ ନିର୍ମିତ ଫ୍ଲାଟ ବଦଳରେ ନୂତନ ଗୃହ ନିର୍ମାଣରେ ବ୍ୟାପକ ହେରଫେର ହୋଇଥିବା ଅଭିଯୋଗ ପରେ ଇଡ଼ି ପକ୍ଷରୁ ଯାଞ୍ଚ୍‌ ଆରମ୍ଭ ହୋଇଥିଲା।

ରାଉତ କହିଛନ୍ତି ଯେ ଇଡି ତାଙ୍କୁ ଏହି ମାମଲାରେ ମିଥ୍ୟାରେ ହଇରାଣ କରୁଛି। ସେ କିଛି ଭୁଲ କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିଥିବା ୫ଜଣ ବ୍ୟକ୍ତି କରୋନା ପଜିଟିଭ୍‌: ଜେଲରୁ ଗଲେ ହସ୍ପିଟାଲ

ବେଙ୍ଗାଲୁରୁ,୨୪।୪: ବେଙ୍ଗାଲୁରୁର ପଦାରାୟଣପୁରା ଅଞ୍ଚଳର ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଗତ ସପ୍ତାହରେ ୫ଜଣଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ୫ଜଣଙ୍କର କରୋନା ପଜିଟିଭ୍‌ ବାହାରିଥିବା...

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା...

ଯୋଗୀ ସଫଳ ମୁଖ୍ୟମନ୍ତ୍ରୀ: ଶାହା

ଲକ୍ଷ୍ନୌ,୧ ।୮: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଫରେନସିକ୍ ସାଇନ୍ସ ଇନଷ୍ଟିଚ୍ୟୁଟର ଶିଳାନ୍ୟାଶ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଭାରତୀୟ ଜନତା...

ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...

ପୋଲିସ ବସ ଉପରେ ଗୁଳି ବର୍ଷା

ଶ୍ରୀନଗର,୧୩।୧୨: ଶ୍ରୀନଗରର ଉପକଣ୍ଠ ଜଓ୍ବୋନ ଅଞ୍ଚଳରେ ଏକ ପୋଲିସ ବସ୍‌ ଉପରେ ସୋମବାର ସନ୍ଧ୍ୟାରେ ଆଖି ବୁଜା ଗୁଳି ଚଳାଇଛନ୍ତି ଦୁଇ ଆତଙ୍କବାଦୀ। ଏହି ଆକ୍ରମଣରେ...

କଂଗ୍ରେସକୁ ଝଟ୍‌କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ମହାବଳ ମିଶ୍ରାଙ୍କ ପୁଅ...

ଶିବ ସେନା ଆମ ଶତ୍ରୁ ନୁହେଁ- ଫଡ଼ନାଭିସ

ମୁମ୍ବାଇ,୪।୭: ଶିବ ସେନା ଆମ ଶତ୍ରୁ ନୁହେଁ। ସେମାନେ ଆମ ବନ୍ଧୁ। କିଛି ବିଷୟ ଉପରେ ଆମର ମତଭେଦ ଅଛି। ଦୁଇ ପୂର୍ବତନ ସହଯୋଗୀ ଦଳ...

କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ...

Advertisement
Archives

Model This Week