Posted inଜାତୀୟ

ସଞ୍ଜୟ ଝାଙ୍କୁ ବଡ଼ ଦାୟିତ଼୍ବ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ

ପାଟନା, ୨୮।୦୬: ବିହାର ମୁଖ୍ୟମନ୍ତ୍ରୀ ତଥା ଜନତା ଦଳ ମୁଖ୍ୟ ନୀତୀଶ କୁମାର ରାଜ୍ୟସଭା ଏମ୍‌ପି ସଞ୍ଜୟ ଝାଙ୍କୁ ବଡ଼ ଦାୟିତ଼୍ବ ଦେଇପାରନ୍ତି । ତାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ କରିବା ପାଇଁ ଯୋଜନା ହେଉଥିବା ଶୁଣାଯାଉଛି । ନୀତୀଶ ସରକାରଙ୍କ ମନ୍ତ୍ରୀ ମଣ୍ଡଳରେ ମନ୍ତ୍ରୀ ରହିଥିବା ସଞ୍ଜୟ ପ୍ରଥମ କରି ରାଜ୍ୟ ସଭା ଯାଇଛନ୍ତି । ରାଜ୍ୟ ସଭାରେ ତାଙ୍କୁ ଜେଡିୟୁର ସଂସଦୀୟ ଦଳର ନେତା ନିର୍ବାଚିତ କରାଯାଇଛି ।

ଶନିବାର ନୀତୀଶ କୁମାର ଦିଲ୍ଲୀରେ ଦଳର କାର୍ଯ୍ୟକାରିଣୀ ବୈଠକ ଡକାଇଛନ୍ତି । ସୂତ୍ର ଅନୁସାରେ, ସଞ୍ଜୟ ଝାଙ୍କୁ ଜେଡିୟୁର ଦ଼୍ବିତୀୟ ମୁଖ୍ୟ ଭାବେ ଚୟନ କରାଯାଇପାରେ । ନୀତୀଶ କୁମାରଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତା ବୈଠକ ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି । ଶନିବାର ବୈଠକରେ ଦଳର ସମସ୍ତ ଏମ୍‌ପି, ମନ୍ତ୍ରୀ, ଦଳର ମୁଖ୍ୟ ଏବଂ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଯୋଗଦେବେ । କୁହାଯାଉଛି ନୀତୀଶଙ୍କୁ ଏନ୍‌ଡିଏରେ ସାମିଲ୍‌ କରିବା ପାଇଁ ସଞ୍ଜୟ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri