Posted inଜାତୀୟ

ଆସନ୍ତା ୧୫ ଦିନରେ ଭାଙ୍ଗିଯିବ ଶିନ୍ଦେ-ଫଡନବିଶ ସରକାର: ସଞ୍ଜୟ ରାଉତ

ମୁମ୍ବାଇ,୨୩।୪: ଉଦ୍ଧବ ଠାକରେ ରବିବାର ଜଲଗାଓଁ ଜିଲାର କଚୋରାରେ ଜନସଭା କରିବେ। ଇତିମଧ୍ୟରେ ଠାକରେ ଗ୍ରୁପର ଏମପି ସଞ୍ଜୟ ରାଉତ ଏକ ବଡ ବୟାନ ଦେଇଛନ୍ତି। ସଞ୍ଜୟ ଦାବି କରିଛନ୍ତି କି ମହାରାଷ୍ଟ୍ରରେ ଶିନ୍ଦେ-ଫଡନବିସ ସରକାର ଆସନ୍ତା ୧୫ ଦିନରେ ଭାଙ୍ଗିଯିବ। ରାଉତ କହିଛନ୍ତି ଏହି ସରକାରଙ୍କ ‘ଡେଥ ଓ୍ବାରଣ୍ଟ’ ଜାରି ହୋଇ ସାରିଛି। ରାଉତଙ୍କ ଏହି ବୟାନ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କରିଛି।
ଏହାକୁ ନେଇ ରାଉତ କହିଛନ୍ତି ସମସ୍ତେ ନିଜ ନିଜର ଗଣିତ ପ୍ରକାଶ କରୁଛନ୍ତି। ହେଲେ ଆମେ ଫଳାଫଳକୁ ଅପେକ୍ଷା ରଖିଛୁ। ରାଉତ କହିଛନ୍ତି ମୁଖ୍ୟମନ୍ତ୍ରୀ ଓ ସେମାନଙ୍କର ୪୦ ଜଣଙ୍କର ବର୍ତ୍ତମାନ ସୁଦ୍ଧା ଯେଉଁ ହୁକୁମତ ରହିଛି, ଏହା ଆସନ୍ତା ୧୫ରୁ ୨୦ ଦିନରେ ଭାଙ୍ଗିଯିବ। ମୁଁ ପୂର୍ବରୁ ଥରେ କହିଥିଲି କି ଫେବୃୟାରୀ ସୁଦ୍ଧା ସରକାର ଭାଙ୍ଗିଯିବ। ହେଲେ କୋର୍ଟଙ୍କ ନିଷ୍ପତ୍ତି ବିଳମ୍ବରେ ଆସିଛି। ହେଲେ ଏହି ସରକାର ତିଷ୍ଠିବ ନାହିଁ। ଏହି ସରକାରଙ୍କ ‘ଡେଥ ଓ୍ବାରଣ୍ଟ’ ଜାରି ହୋଇସାରିଛି। ଏବେ ଏହା ସ୍ଥିର ହୋଇଛି ଯେ କିଏ ଓ କେତେବେଳେ ହସ୍ତାକ୍ଷର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri