Posted inଜାତୀୟ

ଜେଲ୍‌ରୁ ମୁକୁଳିବା ପରେ ମାତୋଶ୍ରୀରେ ପହଞ୍ଚିଥିଲେ ସଞ୍ଜୟ

ମୁମ୍ବାଇ,୧୦।୧୧: ମନି ଲଣ୍ଡରିଂ ମାମଲାରେ ଜେଲ୍‌ରୁ ମୁକୁଳିବାର ଗୋଟିଏ ଦିନ ପରେ ସଞ୍ଜୟ ରାଉତ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଭେଟିବା ପାଇଁ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ଉଦ୍ଧବ ଠାକରେଙ୍କ ପୁଅ ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଆଦିତ୍ୟ ଠାକରେ ରାଉତଙ୍କୁ ‘ମାତୋଶ୍ରୀ’ ବାହାରେ ଅଭିବାଦନ ଜଣାଇବା ସହ କୋଳାଗ୍ରତ କରିଥିଲେ। ଜେଲ୍‌ରୁ ବାହାରିବା ପରେ ଆଜି ସାକ୍ଷାତକାର କରି ବହୁ ଭଲ ଲାଗିଲା ବୋଲି ଆଦିତ୍ୟ କହିଥିଲେ। ତେବେ ଆଦିତ୍ୟଙ୍କ ଏଭଳି କଥାରେ ସଞ୍ଜୟ କହିଥିଲେ ମୁଁ ପ୍ରଥମ ଥର ମାତୋଶ୍ରୀ ଆସିନାହିଁ। ଏହି ସାକ୍ଷାତକାର ପରେ ସଞ୍ଜୟଙ୍କ ସହ ଉଦ୍ଧବ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ସଞ୍ଜୟଙ୍କ ଆଗମନରେ ମୁଁ ବହୁତ ଖୁସି। ସେ ଆସିବା ପରେ ଆମ ସ୍ବର ବୃଦ୍ଧି ପାଇଛି। ଏମ୍‌ପି ତଥା ଶିବସେନା ନେତା ହେବା ବ୍ୟତୀତ ସେ ମୋର ବିଶେଷ ବନ୍ଧୁ। ତେବେ କୋର୍ଟଙ୍କ ନିର୍ଦ୍ଦେଶ ପ୍ରମାଣିତ କରିଛି ଯେ, କେନ୍ଦ୍ର ସରକାର ବିରୋଧୀ ଦଳ ବିରୋଧରେ ଏଜେନ୍ସିଗୁଡ଼ିକର ଅବବ୍ୟବହାର କରୁଛନ୍ତି। ସଞ୍ଜୟ ରାଉତ ଦେଖାଇଦେଲେ ଯେ ସେ ନଇଁବେ ନାହିଁ। ତୋପ ସବୁବେଳେ ତୋପ, କିଛି ଦିନ ପାଇଁ ଏହା ଶାନ୍ତ ଥିଲା। କିନ୍ତୁ ବର୍ତ୍ତମାନ ତୋପ ବାହାରିଛି ପୁଣି ଗର୍ଜନ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?