Posted inଜାତୀୟ

ଇଡି, ସିବିଆଇ ମାଧ୍ୟମରେ ନିର୍ବାଚନ ଜିତିବାକୁ ଚାହୁଁଛି ଭାଜପା: ସଞ୍ଜୟ

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶିବସେନା ଏମ୍‌ପି ସଞ୍ଜୟ ରାଉତ ଭାଜପା ଉପରେ ବର୍ଷିଛନ୍ତି। କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରି ସେ କହିଛନ୍ତି, ଭାଜପା ୨୦୨୪ ସାଧାରଣ ନିର୍ବାଚନରେ ନିଜ ବିରୋଧୀଙ୍କ ଉପରେ ଇଡି, ସିବିଆଇ ଚଢାଉ କରି ଜିତିବାକୁ ଚାହୁଁଛି।

ସଞ୍ଜୟ କହିଛନ୍ତି, ବିରୋଧୀଙ୍କ ସ୍ବରକୁ ଦମନ କରିବା ପାଇଁ ସିବିଆଇ ଏବଂ ଇଡି ବର୍ତ୍ତମାନ ଏକ ମାଧ୍ୟମ ପାଲଟିଛି। ସେ ଦାବି କରିଛନ୍ତି ଯେ, ଭାଜପା ଇଡି ଏବଂ ସିବିଆଇର ଅପବ୍ୟବହାର କରୁଛି ବୋଲି ସୁପ୍ରିମକୋର୍ଟ ମଧ୍ୟ କହିଛନ୍ତି। ପ୍ରଥମେ ସେମାନେ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀଙ୍କୁ ହଇରାଣ କରିଥିଲେ। ବର୍ତ୍ତମାନ ସେମାନେ ସଞ୍ଜୟ ସିଂଙ୍କୁ ହଇରାଣ କରୁଛନ୍ତି, କିନ୍ତୁ ଏଥିରୁ ସେମାନେ କିଛି ହାସଲ କରିପାରିବେ ନାହିଁ।

ଶିବସେନା ନେତା ଆହୁରି କହିଛନ୍ତି, ସଞ୍ଜୟ ସିଂ ଜଣେ ଏମ୍‌ପି ଏବଂ ସେ ଜଣେ ନିର୍ଭୀକ ବ୍ୟକ୍ତି। ତାଙ୍କ ଘରେ ଚଢାଉ କରାଯାଉଛି। ଆମ ଉପରେ ଚଢାଉ କରାଯାଉଛି, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଛତିଶଗଡ ଏବଂ ଝାଡଖଣ୍ଡରେ ଚଢାଉ ହୁଏ, କିନ୍ତୁ ଗୁଜରାଟ, ମଧ୍ୟପ୍ରଦେଶ, ଆସାମ ଏବଂ ଯେଉଁ ରାଜ୍ୟରେ ସେମାନେ କ୍ଷମତାରେ ଅଛନ୍ତି, ସେଠାରେ କାହିଁକି ଚଢାଉ କରାଯାଏନାହିଁ?

 


Enter your email to get our daily news in your inbox.

All Right Reserved By Dharitri.Com

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri