Posted inଜାତୀୟ

ରାହୁଲଙ୍କ ଲଦ୍ଦାଖ ଗସ୍ତକୁ ନେଇ ପ୍ରତିକ୍ରିୟା ରଖିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୦।୮: ଲଦ୍ଦାଖ ଗସ୍ତରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଦାବି କରିଛନ୍ତି କି ଚାଇନାର ସେନା ଲଦ୍ଦାଖରେ ଅନୁପ୍ରବେଶ କରିଛନ୍ତି।

ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ତଥା ଏମପି ସଞ୍ଜୟ ରାଉତ ସମର୍ଥନ କରିଛନ୍ତି। ରାଉତ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଏହି ପ୍ରସଙ୍ଗରେ ବିଭ୍ରାନ୍ତ କରିବା ପରିବର୍ତ୍ତେ ସତ କହିବା ଉଚିତ।

ସଞ୍ଜୟ ରାଉତ ନ୍ୟୁଜ ଏଜେନ୍ସି ଏଏନଆଇକୁ କହିଛନ୍ତି, ଚାଇନା ଲଦାଖକୁ ଅନୁପ୍ରବେଶ କରି ଦଖଲ କରିଛି। ଏହାର ପ୍ରମାଣ ମଧ୍ୟ ସାମ୍ନାକୁ ଆସିଛି, କିନ୍ତୁ ଆମର ପ୍ରତିରକ୍ଷା ମନ୍ତ୍ରୀ, ଆମର ପ୍ରଧାନମନ୍ତ୍ରୀ ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁନ୍ତି, ତେଣୁ ଲାଗୁଛି ଯେ ଆମେ ଦେଶ ପ୍ରତି ଅନ୍ୟାୟ କରୁଛୁ।
ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ରାଉତ କହିଛନ୍ତି, ରାହୁଲ ଜୀ ଦେଶର ଜଣେ ପ୍ରମୁଖ ନେତା, ସେ ଜଣେ ଏମପି, ସେ କଂଗ୍ରେସର ପୂର୍ବତନ ସଭାପତି। ଯଦି ସେ ଗୋଟିଏ କଥା କୁହୁଛନ୍ତି, ତେବେ ସେ ବୁଝି ବିଚାରି କହିଥିବେ। ଯଦି ରାହୁଲ ଜୀ କହିଛନ୍ତି ଯେ ଚାଇନା ଏହାର ଜମି ଦଖଲ କରିଛି, ତେବେ ପ୍ରଧାନମନ୍ତ୍ରୀ ହେଉ କିମ୍ବା ପ୍ରତିରକ୍ଷା ମନ୍ତ୍ରୀ ହେଉ, ଲୋକଙ୍କୁ ଭୂଆଁ ବୁଲାଇବାର କୌଣସି ଆବଶ୍ୟକତା ନାହିଁ। ଲୋକଙ୍କୁ ସତ କୁହନ୍ତୁ। ଏହାହିଁ କହିଛନ୍ତି ରାହୁଲ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri