Posted inଜାତୀୟ

୨୦୨୪ ନିର୍ବାଚନ ପୂର୍ବରୁ କର୍ନାଟକରେ ଭାଜପାକୁ ହରାଇବା ହେବ ଶୁଭ ସଙ୍କେତ: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୧୦।୫: ରାଜ୍ୟ ସଭା ଏମପି ତଥା ଶିବସେନାର ଠାକରେ ଗ୍ରୁପର ନେତା ସଞ୍ଜୟ ରାଉତ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସଞ୍ଜୟ ରାଉଥ ଟୁଇଟ କରି ଦାବି କରିଛନ୍ତି କି କର୍ନାଟକ ବିଧାନସଭା ନିର୍ବାଚନରେ ଭାଜପା ହାରିବାକୁ ଯାଉଛି। ଏହାସହ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ବି ଟାର୍ଗେଟ କରିଛନ୍ତି।

ସଞ୍ଜୟ ରାଉତ ଟୁଇଟ କରି ଲେଖିଛନ୍ତି, କର୍ନାଟକ ଜନତା ଆଜି ଭୋଟ ଦେଉଛନ୍ତି। କର୍ନାଟକ ନିର୍ବାଚନରେ ପ୍ରଧାନମନ୍ତ୍ରୀ ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଝାଳ ଓ ଟଙ୍କା ଖୁବ ବୁହାଇଛନ୍ତି ହେଲେ ଏହି ନିର୍ବାଚନରେ ଭାଜପା ହାରିବାକୁ ଯାଉଛି, ଯାହା ୨୦୨୪ ପୂର୍ବରୁ ଶୁଭ ସଙ୍କେତ।
ଟୁଇଟରେ ଏକନାଥ ଶିନ୍ଦେଙ୍କୁ ଟାର୍ଗେଟ କରି ରାଉତ ଲେଖିଛନ୍ତି, ନିଜକୁ ଶିବସେନା କହୁଥିବା ମହାରାଷ୍ଟ୍ରର ଶାସକ(ମୁଖ୍ୟମନ୍ତ୍ରୀ) ମହାରାଷ୍ଟ୍ର ଏକିକରଣ ସମିତିକୁ ସୀମାବର୍ତ୍ତି ଅଞ୍ଚଳରେ ହରାଇବାର ଯୋଜନା କରିଥିଲେ। ନିଜକୁ ଶିବସେନା କହୁଥିବା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକିକରଣ ସମିତିର ପ୍ରାର୍ଥୀଙ୍କୁ ହରାଇବା ପାଇଁ ମାଙ୍ଗାଲୋର ରାସ୍ତାରେ ବେଲଗାବି ପାଇଁ ପୋଟିୟା(ଟଙ୍କା) ପଠାଇଥିଲେ। ଏହା ମହାରାଷ୍ଟ୍ର ସହ ବିଶ୍ୱାସଘାତକତା। ମରାଠି ଲୋକେ ଏହାକୁ ଟାର୍ଗେଟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri