Posted inଜାତୀୟ

ଅଜିତ ପାଓ୍ବାରଙ୍କୁ ‘ଇଣ୍ଡିଆ’ରେ ସାମିଲ ହେବାକୁ ଦିଆଯାଇଥିବ ନିମନ୍ତ୍ରଣ’, ଅଜିତ-ଶରଦଙ୍କ ସିକ୍ରେଟ ବୈଠକକୁ ନେଇ କହିଲେ ସଞ୍ଜୟ

ମୁମ୍ବାଇ,୧୩।୮: ନାଶନାଲିଷ୍ଟ କଂଗ୍ରେସ ପାର୍ଟିର ଶରଦ ପାଓ୍ବାର ଓ ଅଜିତ ପାଓ୍ବାରଙ୍କ ସାକ୍ଷାତକାରକୁ ନେଇ ଶିବସେନା(ଉଦ୍ଧବ ଠାକରେ)ଗ୍ରୁପର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ବଡ ବୟାନ ଦେଇଛନ୍ତି। ରବିବାର ରାଉତ କହିଛନ୍ତି ଯେ ଯଦି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ କରିପାରିବେ ତେବେ ସେମାନେ କାହିଁକି ସାକ୍ଷାତ କରିପାରିବେ ନାହିଁ। ସେ ଏହା ମଧ୍ୟ କହିଛନ୍ତି ଯେ ଶରଦ ପାୱାର ଅଜିତ ପାୱାରଙ୍କୁ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଯୋଗଦେବାକୁ ନିମନ୍ତ୍ରଣ କରିଥାଇ ପାରନ୍ତି।
ସଞ୍ଜୟ ରାଉତଙ୍କୁ ପଚରାଯାଇଥିଲା ଯେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କ ମଧ୍ୟରେ ଏକ ବୈଠକର ଖବର ରହିଛି। ତେବେ ଉଭୟ ନେତା ସେମାନଙ୍କ କଥା ପାଳନ କରି ନାହାଁନ୍ତି। ଏହାର ଜବାବରେ ସଞ୍ଜୟ ରାଉତ ଥଟ୍ଟା କରି କହିଛନ୍ତି, ‘ଯେଉଁଠି ନୱାଜ ସରିଫ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ କରିପାରିବେ, ସେଠି ଶରଦ ପାୱାର, ଅଜିତ ପାୱାରଙ୍କୁ ଭେଟି ପାରିବେ ନାହିଁ କାହିଁକି। ବୋଧହୁଏ ଶରଦ ପାୱାର ଅଜିତ ପାୱାରଙ୍କୁ ନିମନ୍ତ୍ରଣ କରିଥାନ୍ତେ ଯେ ଆପଣ କାହିଁକି ଇଣ୍ଡିଆରେ ଯୋଗ ଦେଉନାହାଁନ୍ତି। ବୋଧହୁଏ ଦିନେ କିମ୍ବା ଦୁଇ ଦିନ ପାୱାର ସାହେବ ସଭାରେ ନିଜର ମତ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri