Posted inଜାତୀୟ

ସଞ୍ଜୟ ରାଉତଙ୍କୁ ଇଡି ସମନ

ମୁମ୍ବାଇ,୨୭।୬: ଶିବସେନାର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଜମି ଦୁର୍ନୀତି ମାମଲାରେ ଏହି ସମନ ଜାରି କରାଯାଇଥିବା ଜଣାପଡିଛି। ତାଙ୍କୁ ଆସନ୍ତାକାଲି ପଚରାଉଚରା ପାଇଁ ଡକାଯାଇଛି। ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ସଞ୍ଜୟଙ୍କୁ ଏହା ବଡ଼ ଝଟ୍‌କା ବୋଲି କୁହାଯାଉଛି।
ସଞ୍ଜୟ ରାଉତଙ୍କ ନିକଟକୁ ପଠାଯାଇଥିବା ସମନ ଉପରେ ଶିବସେନା ପ୍ରଶ୍ନ ଉଠାଇଛି। ପାର୍ଟି ମୁଖପାତ୍ର ପ୍ରିୟଙ୍କା ଚତୁର୍ବେଦୀ କହିଛନ୍ତି ଯେ, ଏଜେନ୍ସି ଭାଜପା ପ୍ରତି ତାଙ୍କର ଭକ୍ତିର ଏକ ଉଦାହରଣ ସୃଷ୍ଟି କରିଛି। ସେହି ଅନୁଯାୟୀ ସଞ୍ଜୟଙ୍କୁ ସମନ ଜାରି କରାଯାଇଛି। ଏନେଇ ଟିଏମସିର ପ୍ରତିକ୍ରିୟା ମଧ୍ୟ ଆସିଛି। ଦଳ କହିଛି ଯେ, ମହାରାଷ୍ଟ୍ର ସରକାରଙ୍କୁ ହଟାଇବା ପାଇଁ ସଞ୍ଜୟ ରାଉତଙ୍କୁ ଇଡି ନୋଟିସ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri