Posted inଜାତୀୟ

ସଞ୍ଜୟ ରାଉତଙ୍କ ବଡ଼ ଦାବି: ଆମ ସମ୍ପର୍କରେ ଅଛନ୍ତି ଅନେକ ନେତା, ଖୁବ୍‌ଶ୍ରୀଘ୍ର…

ପୁଣେ,୩।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଓଲଟପାଲଟ ହେବାକୁ ଯାଉଛି। ଶିବସେନା-ୟୁବିଟି ସାଂସଦ ସଞ୍ଜୟ ରାଉତ ଏକ ବଡ଼ ଦାବି କରିଛନ୍ତି ଏବଂ ମହା ବିକାଶ ଆଗାଡି(ଏମଭିଏ)ସହ ଅନେକ ନେତା ସମ୍ପର୍କରେ ଥିବା ସେ କହିଛନ୍ତି। ସେ ଦର୍ଶାଇଛନ୍ତି, ମହାୟୁତୀ (ଭାଜପା, ଶିବସେନା, ଏନସିପି) ର ବଡ ନେତାମାନେ ଏମଭିଏରେ ଯୋଗଦେବେ।

ଏନସିପି ନେତା ଏକନାଥ ଖଡସେ ଭାଜପାକୁ ଫେରିଥିଲେ ମଧ୍ୟ ସେ ଅଭିଯୋଗ କରିଛନ୍ତି କିଛି ଲୋକଙ୍କ ବିରୋଧ ଯୋଗୁ ତାଙ୍କ ଭାଜପାରେ ଯୋଗଦେବାର ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। ସେ ଏହା ମଧ୍ୟ କହିଛନ୍ତି, ମୁଁ ଏବେ ବି ଶରଦ ପାୱାରଙ୍କ ନେତୃତ୍ୱରେ ଦଳର ସଦସ୍ୟ ଏବଂ ମୁଁ ମଧ୍ୟ ଏହାର ବିଧାୟକ। ମୋର ଇସ୍ତଫା ଗ୍ରହଣ କରାଯାଇ ନାହିଁ। କିଛି ଦିନ ଅପେକ୍ଷା କରିବା ପରେ ଯାଇ କୌଣସି ନିଷ୍ପତ୍ତି ନେବେ।
ନିର୍ବାଚନ ପୂର୍ବରୁ ମହାୟୁତୀ ଦଳର ନେତାଙ୍କ ଇସ୍ତଫା ପ୍ରକ୍ରିୟା ଜାରି ରହିଛି। ଶରଦ ପାୱାର ଦଳରେ ଭାଜପା ନେତା, ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟକାନ୍ତ ପାଟିଲ ଏବଂ ମାଦଭରାଓ କିହ୍ଲାରକର ଯୋଗ ଦେଇଥିଲେ। ଏଥି ସହ ସୋଲାପୁରର ବସନ୍ତ ଦେଶମୁଖ ମଧ୍ୟ ଶରଦ ପାୱାରଙ୍କ ପାର୍ଟିରେ ଯୋଗଦେବାକୁ ଘୋଷଣା କରିଥିଲେ। ଅଜିତ ପାୱାର ଗୋଷ୍ଠୀର ରାମରାଜ ନିମ୍ବଲକର ମଧ୍ୟ ଦଳ ଛାଡିବାର ସମ୍ଭାବନା ରହିଛି।
ଜୁଲାଇ ମାସରେ, ପିମ୍ପଲି-ଚିଞ୍ଚୱାଡର ୨୦ରୁ ଅଧିକ ଏନସିପି କାର୍ଯ୍ୟକର୍ତ୍ତା ଶରଦ ପାୱାର ଦଳରେ ଯୋଗ ଦେଇଥିଲେ। ଶରଦ ପାୱାରଙ୍କ ରାଲି ପୂର୍ବରୁ ସେ ଏନସିପିରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri