Posted inଖେଳ

ୟୁନାଇଟେଡ୍‌ ଓ୍ବାଲର୍‌ଡ ରେସଲିଂ ଏସିଆ ବ୍ୟୁରୋ ସଦସ୍ୟ ଭାବେ ସଞ୍ଜୟ ସିଂ ନିର୍ବାଚିତ

ଅମ୍ମାନ(ଜର୍ଡାନ),୨୪ା୩: ଡବ୍ଲ୍ୟୁଏଫ୍‌ଆଇ ସଭାପତି ସଞ୍ଜୟ କୁମାର ସିଂ ସୋମବାର ୟୁନାଇଟେଡ୍‌ ଓ୍ବାଲର୍‌ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)-ଏସିଆର ବ୍ୟୁରୋ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଏ ନେଇ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ପକ୍ଷରୁ ଘୋଷଣା କରାଯାଇଛି। ଅମ୍ମାନଠାରେ ୟୁଡବ୍ଲ୍ୟୁଡବ୍ଲ୍ୟୁ-ଏସିଆର ସାଧାରଣ ବୈଠକରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସଞ୍ଜୟଙ୍କୁ ମୋଟ ୩୮ରୁ ୨୨ ଖଣ୍ଡ ଭୋଟ ମିଳିଥିଲା। ସେ ଏହି ସମ୍ମାନଜନକ ପଦବୀକୁ ନିର୍ବାଚିତ ହେବା ଭାରତୀୟ କୁସ୍ତି ଲାଗି ଏକ ଉଲ୍ଲେଖନୀୟ ଉପଲବ୍ଧି। ଏହା ଅନ୍ତର୍ଜାତୀୟ କୁସ୍ତିସ୍ତରରେ ଭାରତର ସ୍ଥିତିକୁ ଆହୁରି ମଜଭୁତ କରିବ ବୋଲି ଡବ୍ଲ୍ୟୁଏଫ୍‌ଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri