Posted inଜାତୀୟ

‘କେଜରିଓ୍ବାଲ, ମନିଷ, ସତ୍ୟେନ୍ଦ୍ରଙ୍କୁ ଦେଇ ଦିଅ ବିଷ ପୁଡିଆ’, ଇଡିର ଯାଞ୍ଚକୁ ନେଇ ବର୍ଷିଲେ ଏଏପି ଏମପି ସଞ୍ଜୟ ସିଂ

ନୂଆଦିଲ୍ଲୀ,୧୪।୪: ଆମ ଆଦମୀ ପାର୍ଟି(ଏଏପି) ଏମପି ସଞ୍ଜୟ ସିଂ ଶୁକ୍ରବାର ଏକ ପ୍ରେସ କନଫରେନ୍ସ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅବକାରୀ ନୀତି ମାମଲାର ଯାଞ୍ଚକୁ ନେଇ ଗମ୍ଭିର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଯଦି ଏତେ କଷ୍ଟ ଲାଗୁଛି ତେବେ କେଜରିଓ୍ବାଲ, ମନିଷ ଓ ସତ୍ୟେନ୍ଦ୍ରଙ୍କୁ ବିଶ ପୁଡିଆ ଦେଇ ଦିଅ।
ପ୍ରେସ କନଫରେନ୍ସ ଆରମ୍ଭ କରି ସଞ୍ଜୟ ସିଂ କହିଛନ୍ତି, ଇଡିର ଯାଞ୍ଚ କେମିତି ମିଥ୍ୟା କହୁଛି ତାହାର ସତ୍ୟତା ପ୍ରକାଶ କରୁଛି। ଭାରତୀୟ ଜନତା ପାର୍ଟି(ଭାଜପା) ସତ୍ୟେନ୍ଦ୍ର ଜୈନଙ୍କୁ ନେଇ ଆଜି ବାରମ୍ବାର ଯେଉଁ କଥା କହୁଛି ଯେ ୧୪ ଫୋନ ସିମ ନଷ୍ଟ କରି ଦିଆଯାଇଛି, ସେ ଏହାପରେ ହାତ ଯୋଡି କ୍ଷମା ମାଗନ୍ତୁ। ଇଡି ଏହାକୁ ନେଇ ଯେଉଁ ରିପୋର୍ଟ ଦାଖଲ କରିଛି ଏ ସମସ୍ତ ଫୋନ ଏବେବି କାର୍ଯ୍ୟକ୍ଷମ ରହିଛି। କୌଣସି ସିମ ନଷ୍ଟ ହୋଇନାହିଁ। ଏଥିମଧ୍ୟରୁ ନିଜେ ଇଡି ୫ଟି ଫୋନ ଜବତ କରିଛି। ମନିଷ ସିସୋଡିଆଙ୍କ ଘରେ ତାଙ୍କର ପରିବାର ଓ କର୍ମଚାରୀ କାମ କରୁଛନ୍ତି। ଏମାନେ ସମସ୍ତଙ୍କ ନମ୍ବର ଉଠାଇ କୁହାଯାଇଛି କି ଫୋନ ନଷ୍ଟ କରି ଦିଆଯାଇଛି। ଏ ସମସ୍ତ ଆଇଏମଇଆଇ ନମ୍ବର କୁହାଯାଉଥିବା ବେଳେ ଏ ଫୋନ ଏବେ ଇଡି ନିକଟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri