Posted inଜାତୀୟ

ଗିରଫଦାରୀ, ଇଡି ହେପାଜତକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ସଞ୍ଜୟ

ନୂଆଦିଲ୍ଲୀ,୧୩।୧୦: ଦିଲ୍ଲୀ ହାଇକୋର୍ଟରେ ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଜଣାପଡିଛି। ସଞ୍ଜୟ ସିଂଙ୍କ ଓକିଲ ଶୀଘ୍ର ଶୁଣାଣି ପାଇଁ ଦିଲ୍ଲୀ ହାଇକୋର୍ଟର ପ୍ରଧାନ ବିଚାରପତିଙ୍କ ନିକଟରେ ଆବେଦନ କରିଛନ୍ତି। ଏହି ଆବେଦନରେ ତାଙ୍କୁ ଇଡି ହେପାଜତକୁ ପଠାଇବା ଆଦେଶକୁ ଚ୍ୟାଲେଞ୍ଜ କରାଯାଇଛି। ଆଜି ନିଜେ ଶୁଣାଣି ପାଇଁ ଦିଲ୍ଲୀ ହାଇକୋର୍ଟ ପ୍ରସ୍ତୁତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri