ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା। ହରିଦାସ ଗାଁ ଲୋକଙ୍କ ଉପରେ ବର୍ବର ଆକ୍ରମଣ ହୋଇଛି କହିଲେ ସଞ୍ଜୟ ଦାସବର୍ମା । ୫ ଶହ ଫୋର୍ସ ନେଇ ଗାଁ ଲୋକଙ୍କୁ ଆକ୍ରମଣ ଓ ଗିରଫ କରାଯାଇଛି। ମୋ ୩ ଦଶନ୍ଧିରେ ରାଜନୀତିରେ ବ୍ରହ୍ମଗିରିରେ ଏହା ହୋଇ ନଥିଲା ବୋଲି ସଞ୍ଜୟ କହିଛନ୍ତି।
ଅନ୍ୟପକ୍ଷେ ଉପାସନା କହିଛନ୍ତି, ବ୍ରହ୍ମଗିରି ଉନ୍ନତିମୂଳକ କାର୍ଯ୍ୟକୁ ସହ୍ୟ କରିପାରୁ ନାହାଁନ୍ତି ଦାସବର୍ମା । ନିଜ ବିଫଳତାକୁ ଘଣ୍ଟ ଘୋଡ଼ାଇବାକୁ ସେ ଏସବୁ କାର୍ଯ୍ୟ କରୁଛନ୍ତି। ଅପାରଗ ନେତା, ଅପାରଗ ସରକାରରେ ସେ କାର୍ଯ୍ୟ କରିପାରିଲେନି। ଚାଷୀମାନଙ୍କର ସେହି ପ୍ରକଳ୍ପ ଆବଶ୍ୟକତା ରହିଛି ବୋଲି ଜବାବ ରଖିଛନ୍ତି ଉପାସନା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri