Posted inଜାତୀୟ

ଲୋକସଭା ନିର୍ବାଚନ ଲଢ଼ିବାକୁ ସଞ୍ଜୟଙ୍କ ପ୍ରସ୍ତୁତି: ମୁମ୍ବାଇର ଉତ୍ତର ପୂର୍ବ ଆସନରୁ ଲଢ଼ିବା ଯୋଜନା…

ମୁମ୍ବାଇ,୨୧।୮ : ଲୋକସଭା ର୍ନିବାଚନରେ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତଙ୍କୁ ଲୋକସଭା ନିର୍ବାଚନୟରେ ପ୍ରାର୍ଥୀ କରିବାକୁ ପ୍ରସ୍ତୁତି ଚାଲିଛି। ଦଳ ଚାହୁଁଛି ସଞ୍ଜୟ ରାଉତ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ରାଉତ ମୁମ୍ବାଇର ଉତ୍ତର ପୂର୍ବ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଚର୍ଚ୍ଚା ହେଉଛି।।

ସଞ୍ଜୟ ରାଉତଙ୍କୁ ଉଦ୍ଧବ ଠାକରେଙ୍କ ଅତି ଘନିଷ୍ଠ ଲୋକଙ୍କ ମଧ୍ୟରେ ଗଣାଯାଏ। ୨୦୧୯ରେ ବିଧାନସଭା ନିର୍ବାଚନ ପରେ ଯେତେବେଳେ ଶିବସେନା ଏବଂ ଭାଜପା ମୁଖ୍ୟମନ୍ତ୍ରୀ ପଦବୀକୁ ଅଲଗା କରିଥିଲେ, ସେହି ଦିନଠାରୁ ସେ ଭାଜପାକୁ ଟାର୍ଗେଟ କରି ଆସୁଛନ୍ତି।

ସଙ୍କଟଜନକ ସମୟରେ ସେ ଉଦ୍ଧବଙ୍କ ସହିତ ରହିଛନ୍ତି। ଜୁନ ୨୦୨୨ରେ, ଯେତେବେଳେ ଶିବସେନାରେ ଏକ ବଡ ବିଦ୍ରୋହ ହୋଇଥିଲା ଏବଂ ବହୁ ସଂଖ୍ୟକ ଦଳର ବିଧାୟକ ଏବଂ ଏମପିମାନେ ଉଦ୍ଧବଙ୍କୁ ଛାଡି ଏକନାଥ ଶିନ୍ଦେଙ୍କ ଦଳରେ ଯୋଗ ଦେଇଥିଲେ, ସେତେବେଳେ ମଧ୍ୟ ସଞ୍ଜୟ ରାଉତ ଉଦ୍ଧବ ଠାକରେଙ୍କ ସହ ଠିଆ ହୋଇଥିଲେ। ସେ ଏକନାଥ ଶିନ୍ଦେ ଏବଂ ତାଙ୍କ ସହ ଥିବା ଲୋକଙ୍କୁ ଦେଶଦ୍ରୋହୀ ଏବଂ ବିଶ୍ୱାସଘାତକ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ପ୍ରେମ ନିବେଦନ କଲେ ପ୍ରଫେସର, ତା’ପରେ ଯାହା ଘଟିଲା… କ୍ୟାମ୍ପସରେ ହଇଚଇ

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁ ଗ୍ରାମୀଣ ଜିଲାର ଟି. ବେଗୁରରେ ଥିବା ଶ୍ରୀ ସିଦ୍ଧାର୍ଥ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ରିସର୍ଚ୍ଚ ସେଣ୍ଟରରେ ବୁଧବାର ଏକ ଅଜବ ଏବଂ…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri